Monthly Archives

November 2022

କୋର୍ଟରେ ସ୍ବୀକାର କଲା ଶ୍ରଦ୍ଧା ହତ୍ୟାକାରୀ ଅଫତାବ, ରାଗରେ ହତ୍ୟା କରିଥିଲି

ନୂଆଦିଲ୍ଲୀ: ପ୍ରେମିକା ଶ୍ରଦ୍ଧା ୱାକର୍‌ଙ୍କୁ ହତ୍ୟା କରିବା କଥା ଅଦାଲତରେ ସ୍ବୀକାର କରିଛି ଅଫ୍‌ତାବ ଆମିନ ପୁନାୱାଲା। ସେ ରାଗର ବଶବର୍ତ୍ତୀ ହୋଇ ଶ୍ରଦ୍ଧାଙ୍କ ହତ୍ୟା କରିଥିବା କଥା ଆଜି ଦିଲ୍ଲୀ ‌କୋର୍ଟରେ ସ୍ବୀକାର କରିଛି। ମାତ୍ର ଗଣମାଧ୍ୟମରେ ତା ବିଷୟରେ ଯାହା ସବୁ ଚର୍ଚ୍ଚା ହେଉଛି ସେ
Read More...

ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ସହ ଗ୍ରାମ୍ୟ ମୁଖୀ ପ୍ରଶାସନ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ରାୟଗଡ ବ୍ଳକ ଅନ୍ତର୍ଗତ ଏଙ୍ଗାରସିଙ୍ଗ ଗ୍ରାମ ପଞ୍ଚାୟତଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ସହ ଗ୍ରାମ୍ୟ ମୁଖୀ ପ୍ରଶାସନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ବ୍ଳକ ଅଧ୍ୟକ୍ଷା ପୂର୍ଣ୍ଣବାସୀ ନାୟକ, ଆରକ୍ଷୀ
Read More...

ଆଇଟିଡିଏ ସମ୍ମିଳନୀ କକ୍ଷରେ ବିଶ୍ୱ ମତ୍ସ୍ୟ ଦିବସ ପାଳିତ

ଫୁଲବାଣୀ : ନଭେମ୍ବର ୨୧ ତାରିଖକୁ ବିଶ୍ୱ ମତ୍ସ୍ୟ ଦିବସ ରୂପେ ପାଳନ କରାଯାଉଛି । ଏହି ଅବସରରେ ଫୁଲବାଣୀ ଆଇଟିଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ବିଶ୍ୱ ମତ୍ସ୍ୟ ଦିବସ ପାଳନ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ
Read More...

“ସଙ୍ଗୀତଜ୍ଞ ତ୍ରିପୁରାରି ସାବତ ଥିଲେ ଦକ୍ଷିଣ ଓଡ଼ିଶାର ଜାଗ୍ରତ ସାଂସ୍କୃତିକ ପ୍ରହରୀ’

ଗଞ୍ଜାମ/ବ୍ରହ୍ମପୁର : ଅଗ୍ରଣୀ ସାଂସ୍କୃତିକ ପ୍ରତିଷ୍ଠାନ "ଜାତୀୟ ସଙ୍ଗୀତ କଳା କେନ୍ଦ୍ର" ପକ୍ଷରୁ ୭୪ତମ ବାର୍ଷିକୋତ୍ସବ କଳା କେନ୍ଦ୍ର ପରିସରସ୍ଥ ଭଞ୍ଜ ମଣ୍ଡପ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ କଳା କେନ୍ଦ୍ରର ପ୍ରତିଷ୍ଠାତା ସଙ୍ଗୀତଜ୍ଞ ତ୍ରିପୁରାରି ସାବତଙ୍କ ଜନ୍ମ ଶତ
Read More...

କୋରେଇ ଷ୍ଟେସନରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ

ଯାଜପୁର: ଦୀର୍ଘ ଘଣ୍ଟାର ଉଦ୍ଧାର କାର୍ଯ୍ୟ ପରେ କୋରେଇ ଷ୍ଟେସନରେ ଟ୍ରେନ୍ ଚଳାଚଳ ଆଂଶିକ ଭାବେ ସ୍ୱାଭାବିକ ହୋଇଛି। ଗତକାଲି ରାତି ୧୦ଟାରୁ ବିଚ୍ଛିନ୍ନ ହୋଇଥିବା ବିଦ୍ୟୁତ୍ ସରବରାହକୁ ଅସ୍ଥାୟୀ ଭାବେ ମରାମତି କରାଯାଇ ଡାଉନ୍ ଲାଇନରେ ରେଳ ଚଳାଚଳ କରିଛି। ଆଜି ଅନ୍ୟ ଲାଇନରେ ଟ୍ରେନ୍ ଚଳାଚଳ
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ମତ୍ସ୍ୟ ଦିବସ ପାଳିତ

ବୌଦ୍ଧ :ଜିଲ୍ଲା ପଞ୍ଚୟତ ଭବନ ସମ୍ମିଳନୀ କକ୍ଷଠାରେ ବୌଦ୍ଧ ଜିଲାସ୍ତରୀୟ ବିଶ୍ୱ ମତ୍ସ୍ୟ ଦିବସ ମହାସମାରୋହରେ ପାଳିତ ହୋଇଛି । ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବିନାଶ ପାଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ
Read More...

ଆସନ୍ତାକାଲି ରୋଜଗାର ମେଳାର ଦ୍ୱିତୀୟ ପର୍ଯ୍ୟାୟ :
୭୧ ହଜାର ଲୋକଙ୍କୁ ନିଯୁକ୍ତି ପତ୍ର ଦେବେ ମୋଦୀ

ନୂଆଦିଲ୍ଲୀ: ଦେଶରେ ଯୁବ ବର୍ଗଙ୍କୁ ରୋଜଗାର ଦେବା ଅଭିଯାନ ଆଧାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ନୂତନ ଚାକିରି ପାଉଥିବା ୭୧ ହଜାର ଆଶାୟୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ । ଚଳିତ ବର୍ଷ ଆରମ୍ଭରେ ପ୍ରଧାନମନ୍ତ୍ରୀ ୧୮ ମାସ ଭିତରେ କେନ୍ଦ୍ରୀୟ ବିଭାଗଗୁଡିକରେ ୧୦ ଲକ୍ଷ
Read More...

ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ :
୪୬ ମୃତ,୭୦୦ରୁ ଆହତ

ଜକାର୍ତ୍ତା: ଇଣ୍ଡୋନେସିଆରେ ଆଜି ଭୟଙ୍କର ଭୂମିକମ୍ପ ହୋଇଛି । ଏଥିରେ ୪୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦୦ରୁ ଅଧିକ ଆହତ ହୋଇଛନ୍ତି । ସୋମବାର ଅପରାହ୍ନରେ ଜାଭା ଦ୍ୱୀପର ସିଆନଞ୍ଜୁରରେ ୫.୬ ତୀବ୍ରତାର ଭୂମିକମ୍ପ ହୋଇଛି । ରାଜଧାନୀ ଜକାର୍ତ୍ତାରୁ ଦକ୍ଷିଣପଶ୍ଚିମ ଦିଗରେ ୭୫ କିମି ଦୂରରେ
Read More...

ବିଧାନସଭାରୁ ହଟିଲା କୋଭିଡ କଟକଣା

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ସୁପରିଚାଳନା ନେଇ ବାଚସ୍ପତିଙ୍କ ଅଧକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି । ସର୍ବଦଳୀୟ ବୈଠକ ପରେ ବାଚସ୍ପତି ବିକ୍ରମ ଆରୁଖ କହିଛନ୍ତି ଯେ ରାଜ୍ୟରେ ଥିବା କୋଭିଡ କଟକଣା ହଟିଥିବା ହେତୁ ପୂର୍ବ ଅପେକ୍ଷା ବିଧାନସଭା ଅବଧି ୧ ଘଣ୍ଟା ବୃଦ୍ଧି ହୋଇଛି ।
Read More...

ମହୁମାଛି ଆକ୍ରମଣରେ ବୃଦ୍ଧ ଗୁରୁତର

ବାଲିଗୁଡ଼ା:ଜଙ୍ଗଲରେ ଗାଈ ଚରାଇବାକୁ ଯାଇଥିବା ବେଳେ ଅଘଟଣ । ମହୁମାଛି ଆକ୍ରମଣରେ ବୃଦ୍ଧ ଗୁରୁତର । ଏଭଳି ଘଟଣା ଘଟିଛି ଦାରିଙ୍ଗବାଡ଼ି ଥାନା ଶ୍ରୀପଙ୍କା ଗ୍ରାମରେ । ଗୁରୁତର ବୃଦ୍ଧ ଜଣକ ହେଲେ ଦାରିଙ୍ଗବାଡ଼ି ଥାନା ଶ୍ରୀପଙ୍କା ଗ୍ରାମର ପିରସି ପ୍ରଧାନ (୬୫) । ଗୁରୁତର ଅବସ୍ଥାରେ ତାଙ୍କୁ
Read More...