Monthly Archives

November 2022

ମିଶନ ଶକ୍ତି ମା ମାନଙ୍କ ପାଇଁ ଯୁଗାନ୍ତକାରୀ ପଦକ୍ଷେପ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର:ରାଜ୍ୟର ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି
Read More...

ପଦ୍ମପୁର ପାଇକମାଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମାରାଥନ ନିର୍ବାଚନୀ ପ୍ରଚାର

ପାଇକମାଲ/ବରଗଡ଼, ନଭେମ୍ବର ୨୯ – ବୀର ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ବଂଶଜ ପଦ୍ମପୁରବାସୀଙ୍କୁ ଶାସକ ଦଳ ଲୋକ କିମ୍ବା ପ୍ରଲୋଭନ ଦେଖାଇ ପ୍ରଭାବିତ କରିପାରିବ ନାହିଁ ବୋଲି ବୁଧବାର ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ମାଣ୍ଡୋସିଲ, ଭେଙ୍ଗରାଜପୁର ଓ ବିଜାଡୀହି ସମେତ ଅନେକ ସ୍ଥାନରେ
Read More...

ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ପାଇଁ ବିକ୍ଷୋଭ ଶୋଭାଯାତ୍ରା ଓ ବ୍ଲକ ଘେରାଉ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ବ୍ଲକର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ପାଇଁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ ପ୍ରଞ୍ଚୟାତର ଜନ ପ୍ରତିନିଧି, ଯୁବକ ସଂଘ, ବଣିକ ସଂଘ ଓ ଜନ ସାଧାରଣ । ସ୍ଥାନୀୟ ହାଇ ସ୍କୁଲ୍‌ ଠାରୁ ଏକ ଶୋଭାଯାତ୍ରା ବାହାରି ବ୍ଲକ୍‌ କାର୍ଯ୍ୟାଳୟରେ ପହଞ୍ଚି
Read More...

କୁଇ ସମାଜ ସେବା ସମିତି ପକ୍ଷରୁ ୬ ଦଫା ଦାବୀ ପତ୍ର ପ୍ରଦାନ

ଫୁଲବାଣୀ :କନ୍ଧମାଳ ଜିଲ୍ଲାର କୁଇ ସମାଜ ସେବା ସମିତି ଫୁଲବାଣୀ ଶାଖା ଆଜି ତାର ୬୯ତମ ପ୍ରତିଷ୍ଠା ଦିବସ ଫୁଲବାଣୀରେ ପାଳନ କରିଛି । ଏହି ଅବସରରେ ୬ ଦଫା ଦାବିରେ ସମିତି ପକ୍ଷରୁ ଫୁଲବାଣୀ ସହରରେ ବିରାଟ ଶୋଭାଯାତ୍ରା ସହିତ କରୋନେସନ ପଡ଼ିଆରେ ସାଧାରଣ ସଭା ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ
Read More...

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା

ସୁବର୍ଣ୍ଣପୁର: ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଏବଂ ଜିଲ୍ଲା ପ୍ରଶାସନ ସୁବର୍ଣପୁର ମିଳିତ ସହଯୋଗରେ ଜିଲ୍ଲା ନିୟୋଜନ ବିଭାଗ ଆନୁକୁଲ୍ୟରେ ଆଜି ସଦର ମହକୁମା ସ୍ଥିତ ଟାଉନ୍‌ ହଲ୍‌ ଠାରେ ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିୟୋଜନ ଅଧିକାରୀ ସଂଜୁ ସାହୁ
Read More...

ଉପ କେନ୍ଦ୍ର ସ୍ତରୀୟ ମେଗା ସ୍ୱାସ୍ଥ୍ୟମେଳା ଅନୁଷ୍ଠିତ

ଦଶପଲ୍ଲା : ନୂଆଗାଁ ବ୍ଲକ ଅନ୍ତର୍ଗତ ମହିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅନ୍ତର୍ଗତ କିରିଆଲାଞ୍ଜି ସ୍ୱାସ୍ଥ୍ୟ ଓ ଆରୋଗ୍ୟ ଉପକେନ୍ଦ୍ର ସ୍ତରୀୟ ସ୍ୱାସ୍ଥ୍ୟ ମେଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତୀୟ ସ୍ୱାସ୍ଥ୍ୟ ମିଶନ, ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟ ଓ
Read More...

ସାଧୁସନ୍ଥଙ୍କ ଦ୍ୱାରା ସମାଜସେବୀ ଶ୍ରୀହରି ନାୟକ ସମ୍ମାନିତ

ଦଶପଲ୍ଲା: ପବିତ୍ର ପୂଣ୍ୟତୋୟା ମହାନଦୀ କୂଳ, ପୁରାଣ ପ୍ରସିଦ୍ଧ ମଣିଭଦ୍ରା ପାହାଡ଼ ପାଦଦେଶରେ ଅବସ୍ଥିତ ମା କଳାପାଟଙ୍କ ପୀଠରେ, ବାବା ରାମଦାସଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ, ଚାଲିଥିବା ବିଶ୍ୱଶାନ୍ତି ମହାଯଜ୍ଞ ଓ ସାଧୁସନ୍ଥ ସମ୍ମିଳନୀ ଅବସରରେ, ସାଧୁସନ୍ଥ ସମାଜ ତରଫରୁ, ଦଶପଲ୍ଲା ଅଂଚଳର
Read More...

ନବ ନିର୍ମାଣ କୃଷକ ସଂଗଠନର ମୁଖ୍ୟଙ୍କ ବୌଦ୍ଧ ଜିଲ୍ଲା ଗସ୍ତ, କୃଷକଙ୍କ ସହ କଲେ ଆଲୋଚନା

ବୌଦ୍ଧ : ଭାରତରେ କୃଷମାନଙ୍କ ଉନ୍ନତି ହେଲେ ହିଁ ରାଷ୍ଟ୍ରର ବିକାଶ ହୋଇପାରିବ । ଆଜି ନବ ନିର୍ମାଣ କୃଷକ ସଂଗଠନର ମୁଖ୍ୟ ଅକ୍ଷୟ କୁମାର ସାହୁ ବୌଦ୍ଧ ଜିଲ୍ଲା ଗସ୍ତରେ ଆସି କୃଷକ ସଂଗଠକ ମାନଙ୍କ ସହିତ ଆଲୋଚନା କରିଥିଲେ । ବୁଦ୍ଧିଜୀବୀ ଫୋରମ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଯୋଗଦେଇ
Read More...

ସାନମସିଗାଁ ସ୍ୱାସ୍ଥ୍ୟ କର୍ମୀଙ୍କ ଦାବିପତ୍ର ପ୍ରଦାନ

ନବରଙ୍ଗପୁର: ସାନମସିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା କାର୍ଯ୍ୟରତ ସ୍ୱାସ୍ଥ୍ୟ କର୍ମୀଙ୍କ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପାଞ୍ଚ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ଓଡ଼ିଶା ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ, ସ୍ୱାସ୍ଥ୍ୟ
Read More...

ଖପ୍ରାଖୋଲ ମହୋତ୍ସବ ପାଇଁ କଂସ ବରଣ

ଖପ୍ରାଖୋଲ : ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ସ୍ଥାନୀୟ ଯୁବ ସଂଗଠନ ତରଫରୁ ଖପ୍ରାଖୋଲ ମହୋତ୍ସବ ପାଳିତ ହେବା ପାଇଁ ପ୍ରସ୍ତୁତି ସଂପୂର୍ଣ୍ଣ ହୋଇଯାଇଛି । ମହୋତ୍ସବ ୧୫/୧୨ ରୁ ୨୧/୧୨ ରିଖ ପର୍ଯ୍ୟନ୍ତ ଅନୁଷ୍ଟିତ ହେବା ପାଇଁ ସ୍ଥିର ହୋଇଛି । ମହୋତ୍ସବ ରେ ଧନୁଯାତ୍ରା ଅନୁଷ୍ଠିତ ହେବାକୁ
Read More...