Monthly Archives

November 2022

କନ୍ଧମାଳରେ ରାସ୍ତା ଯନ୍ତ୍ରଣା : ରୋଗୀଙ୍କୁ ବୋହିଥିଲେ, ଶବକୁ ବି ୫ କି.ମି ବୋହିଲେ

ଫୁଲବାଣୀ: ରାଜ୍ୟ ଓ କେନ୍ଦ୍ର ସରକାର ଯୋଜନା ପରେ ଯୋଜନା କରିଥିଲେ ମଧ୍ୟ ତାହାର ସୁଫଳ କିନ୍ତୁ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରୁନଥିବା ଜଣାପଡିଛି । କେଉଁଠି ରାସ୍ତା ନାହିଁ ତ କେଉଁଠି ଚିକିତ୍ସା ସୁବିଧାର ଘୋର ଅଭାବ ଦେଖିବାକୁ ମିଳୁଛି । ଆଜି ମଧ୍ୟ କେତେକ ଗ୍ରାମକୁ ଭଲ ରାସ୍ତା ନଥିବାରୁ
Read More...

ବୌଦ୍ଧ ଜିଲ୍ଲା ଅମଲା ସଂଘ ତରଫରୁ ଏକଦଫା ଦାବି ନେଇ ଶୋଭାଯାତ୍ରା

ବୌଦ୍ଧ,୧୫/୧୧: ବୌଦ୍ଧ ଜିଲ୍ଲା ଅମଲା ସଂଘ ଶାଖା ପକ୍ଷରୁ ସ୍ଥାନୀୟ ମାଉସୀମା’ ମନ୍ଦିର ପରିସରରୁ ଶତାଧିକ କର୍ମଚାରୀ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏକ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର
Read More...

ବଲାଙ୍ଗୀର ଜିଲ୍ଲାରେ ୨୫ରୁ ଆରମ୍ଭ ହେବ ଧାନମଣ୍ଡି

ବଲାଙ୍ଗୀର : ଚଳିତ ନଭେମ୍ବର ମାସ ୨୫ତାରିଖରୁ ଜିଲ୍ଲାରେ ଧାନମଣ୍ଡି ଆରମ୍ଭ ହେବ ବୋଲି ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟୀ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁସାରେ, ଜିଲ୍ଲାରେ ପଞ୍ଜିକୃତ ୭୪,୪୫୦ ଚାଷୀଙ୍କ ଠାରୁ ୧୫୮ଟି ପେକ୍ସ ଓ ୧୬ଟି ମହିଳା ସ୍ୱୟଂ ସହାୟକ ଦଳ ଦ୍ୱାରା
Read More...

ଡିସେମ୍ବର ୨୬ରୁ ଖରିଫ ଧାନ ସଂଗ୍ରହ

ପୁରୀ : ଆଜି ଅପରାହ୍ନରେ ସର୍କିଟ ହାଉସଠାରେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।୨୦୨୨-୨୩ ଖରିଫ୍‌ ଧାନ ସଂଗ୍ରହ ଡିସେମ୍ବର ୨୬ ତାରିଖରୁ ଶୁଭାରମ୍ଭ ହେବ ଓ ବିଭିନ୍ନ ବ୍ଲକରେ ଧାନ ଅମଳକୁ ଦେଖି ଭିନ୍ନ ଭିନ୍ନ ତାରିଖରେ ଧାନସଂଗ୍ରହ କାର୍ଯ୍ୟ ଆରମ୍ଭ କରିବା
Read More...

କନ୍ଧମାଳ ଜିଲ୍ଲା ଅମଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଦାବୀପତ୍ର ପ୍ରଦାନ

ଫୁଲବାଣୀ :- କନ୍ଧମାଳ ଜିଲାର ଅମଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦଫା ଦାବୀପତ୍ର କନ୍ଧମାଳ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ଏଠାରେ ସୂଚନାଯୋଗ୍ୟ ଯେ୨୦୧୭ ମସିହାରେ ସରକାର ଜିଲ୍ଲା ସ୍ତରୀୟ କନିଷ୍ଠ ସହାୟକ ମାନଙ୍କର ପ୍ରବେଶିକା ଶିକ୍ଷାଗତ ଯୋଗ୍ୟତା ସ୍ନାତକଡିଗ୍ରୀ ସହିତ
Read More...

କ୍ରୀଡାର ବିକାଶ ପାଇଁ ବୈଠକ ଅନୁଷ୍ଠିତ

ଫୁଲବାଣୀ/ଘୁ.ଉଦୟଗିର :- ୟୁଥ ୱାରିୟର ଯୁବ ସଂଗଠନ ମାଧ୍ୟମରେ ଟିକାବାଲି ବସ ଷ୍ଟାଣ୍ଡ ସ୍ଥିତ ମା ଭୈରବୀ କଲ୍ୟାଣ ମଣ୍ଡପ ଠାରେ କ୍ରୀଡାର ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଟିକାବାଲି ବ୍ଲକର କଣ ଅନୁକଣରେ କିପରି କ୍ରୀଡା ଓ କ୍ରୀଡ଼ାବିତଙ୍କ ବିକାଶ କରାଯିବ
Read More...

ଅଧ୍ୟକ୍ଷା ଓ ଇଓଙ୍କ ଉପସ୍ଥିତିରେ ଏନଏସି କ୍ଷେତ୍ର ପରିଦର୍ଶନ କଲେ ଓଡ଼ିଶା ଅର୍ବାନ ହାଉସିଂ ମିଶନ ଟିମ

ଘୁ.ଉଦୟଗିରି: ଓଡ଼ିଶା ଅର୍ବାନ ହାଉସିଂ ମିଶନର ଟିମ୍‌ ଲିଡର ପାର୍ଥସାରଥୀ ସାହୁଙ୍କ ନେତୃତ୍ୱରେ ରାଜ୍ୟ ପ୍ରତିନିଧି ଦଳ ପ୍ରଥମେ କ୍ଷେତ୍ର ପରିଦର୍ଶନ କରିଥିଲେ । ଏହି ସମୟରେ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାନୁପ୍ରଭା ମିଶ୍ର, ନିର୍ବାହୀ ଅଧିକାରୀ ଇତିଶ୍ରୀ ଷଡ଼ଙ୍ଗୀ, କନିଷ୍ଠ ଯନ୍ତ୍ରୀ ସସ୍ମିତା
Read More...

ଆସନ୍ତାକାଲି ପ୍ରଥମାଷ୍ଟମୀ, ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ

ପୁରୀ : ଆସନ୍ତାକାଲି ପ୍ରଥମାଷ୍ଟମୀ । ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଏଥିପାଇଁ ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳି ଶ୍ରୀମାଧବନନ୍ଦଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର । ଏହି ଭାରରେ ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ କାଠ,
Read More...

ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସର୍ଗିଫୁଲ ୨୦୨୨ ଅନୁଷ୍ଠିତ

ନନ୍ଦାହାଣ୍ଡି,୧୫/୧୧- ଆଜି ନନ୍ଦାହାଣ୍ଡି ବ୍ଲକ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୋଟ୍ରାଗୁଡା ଠାରେ ପଞ୍ଚାୟତ ସମିତି ସ୍ତରୀୟ ଶିଶୁ ମହୋତ୍ସବ ସର୍ଗିଫୁଲ ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚୀତ ଜନଜାତି ଓ ଅନୁସୂଚୀତ ଜାତି ବିଭାଗ ଓଡ଼ିଶା ସରକାରଙ୍କ ତରଫରୁ ମଙ୍ଗଳ
Read More...

ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ଅଧିବେଶନ ଉଦଯାପିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ପରିସରରେ ଭାଷା ସାହିତ୍ୟ କଳା ସଂସ୍କୃତିକୁ ଗଣାଭିମୁଖୀ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରି ଆସୁଥିବା ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ଦ୍ୱିଦିବସୀୟ ଅଧିବେଶନ ଉଦଯାପିତ ହୋଇଯାଇଛି । ସମ୍ମିଳନୀର
Read More...