Monthly Archives

November 2022

ପାଞ୍ଚ ଦାଦନ ଶ୍ରମିକ ଉଦ୍ଧାର, ଗାଡ଼ି ଜବତ; ଡ଼୍ରାଇଭର ସହ ଦୁଇ ଦଲାଲ କୋର୍ଟ ଚାଲାଣ

ଖପ୍ରାଖୋଲ : ଖପ୍ରାଖୋଲ ଥାନା ଓଡ଼ିଆପାଲି ପଞ୍ଚାୟତ କରଲାବହାଳି ଠାରେ ପେଟ୍ରୋଲିଂ ବେଳେ ଖପ୍ରାଖୋଲ ପୋଲିସ ଚଢ଼ାଉ କରି ଗୋଟିଏ ଶିଶୁ ସମେତ ପାଞ୍ଚ ଜଣ ଦାଦନ ଶ୍ରମିକଙ୍କୁ ମଙ୍ଗଳବାର ରାତିରେ ଉଦ୍ଧାର କରିଥିବା ଜଣାଯାଇଛି । ସୂଚନା ଅନୁସାରେ ଖପ୍ରାଖୋଲ ଥାନା ଏସଆଇ ଗୋପୀନାଥ ମହାକୁଡ଼, କନେଷ୍ଟବଳ
Read More...

ବୌଦ୍ଧ ଜିଲ୍ଲାରେ ଚିଠା ଭୋଟର ତାଲିକା ପ୍ରକାଶିତ

ବୌଦ୍ଧ,୯/୧୧- ବୌଦ୍ଧ ଜିଲ୍ଲାରେ ଚଳିତ ବର୍ଷର ଚିଠା ଭୋଟର ତାଲିକା ପ୍ରକାଶିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀମତୀ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସଭାରେ ଜିଲ୍ଲାର ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତା ଉପସ୍ଥିତ ଥିଲେ । ଚଳିତବର୍ଷ ଭୋଟର
Read More...

ଛାଡଖାଇରେ ଆମିଶ ଦୋକାନରେ ଦିନ ଦୁଇଟା ପର୍ଯ୍ୟନ୍ତ ଭିଡ଼

ଫୁଲବାଣୀ : ବୁଧବାର ଦିନ ଫୁଲବାଣୀ ଆମିଶ ଦୋକାନରେ ବହୁ ଲୋକ ଭିଡ଼ ଜମିଥିବାର ଦେଖିବାକୁ ମିଳିଥିଲା । । ଏପରିକି କେତେକ ଆମିଶ ଦୋକାନରେ ଦିନ ଦୁଇଟା ପର୍ଯ୍ୟନ୍ତ ଲମ୍ବା ଲାଇନ ଲାଗିଥିବାର ଦେଖିବାକୁ ମିଳିଥିଲା । ଯାହା ହେଉ ଦୋକାନୀ ମାଲାମାଲ୍‌ ତା ସାଙ୍ଗକୁ ପିଆଜ ରସୁଣ ରେଟ ବୃଦ୍ଧି ଯୋଗୁଁ
Read More...

ଟି-୨୦ ବିଶ୍ୱକପ: ଫାଇନାଲରେ ପାକିସ୍ତାନ

ସିଡନି : ଟି-୨୦ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି ପାକିସ୍ତାନ । ଦିନେ ବିଶ୍ୱକପରୁ ବିଦା ହେବା ସ୍ଥିତିରେ ଥିବା ପାକିସ୍ତାନ ଚମତ୍କାର ପ୍ରତ୍ୟାବର୍ତ୍ତନ କରି ଫାଇନାଲରେ ପ୍ରବେଶ କରିଛି । ବୁଧବାରଦିନ ସିଡନି କ୍ରିକେଟ ଗ୍ରାଉଣ୍ଡଠାରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ପ୍ରଥମ ସେମିଫାଇନାଲ
Read More...

ବୌଦ୍ଧରେ ମିଲେଟ ଫୁଡ଼ଷ୍ଟଲ ଉଦଘାଟିତ

ବୌଦ୍ଧ,୯/୧୧- ବୌଦ୍ଧ ଜିଲ୍ଲା ମ୍ୟୁଜିୟମ ପ୍ରାଙ୍ଗଣରେ ମିଲେଟ ଫୁଡ଼ଷ୍ଟଲକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବବିତାରାଣୀ ଦଳବେହେରା ଆନୁଷ୍ଠାନିକ ଭାବରେ ଉଦଘାଟନ କରିଛନ୍ତି । ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ ତଥା ବିଭାଗୀୟ ଅଧିକାରୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ସମୂହ
Read More...

ପଲସାଗୋରା ଓ ଛତରଙ୍ଗ ଠାରେ ସୁନେତ୍ର ଚକ୍ଷୁ ପରୀକ୍ଷଣ ଶିବିର ଅନୁଷ୍ଠିତ

ବୌଦ୍ଧ,୯/୧୧- ବୌଦ୍ଧ ଜିଲ୍ଲା ପଲଶାଗୋରା ଉଚ୍ଚପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ଶିକ୍ଷା ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗର ମିଳିତ ଅନୁକୂଲ୍ୟରେ ବୁଧବାର ସୁନେତ୍ର ଚକ୍ଷୁ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ଜିଲ୍ଲା ଅନ୍ତର୍ନିବେଶି ଶିକ୍ଷା ସଂଯୋଜକ ହରିଶଙ୍କର ଦଣ୍ଡସେନା
Read More...

ଭାରତ ସ୍କାଉଟ ଦିବସ ପାଳିତ

ପାରଳାଖେମୁଣ୍ଡି,୯/୧୧- ଭାରତ ସ୍କାଉଟ ଏବଂ ଗାଇଡର ଓଡ଼ିଶା ରାଜ୍ୟ ମୁଖ୍ୟ କମିଶନର ଶ୍ରୀଯୁକ୍ତ କାଳୀ ପ୍ରସାଦ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ମହାରାଜାଙ୍କ ବାଳିକା ଉଚ୍ଚବିଦ୍ୟାଳୟରେ ସ୍କାଉଟ ସ୍ଥାପନ ଦିବସ ଅନୁଷ୍ଠିତ ହୋଇଥିଲା । ଏଥିରେ
Read More...

ଗରିବ ଲୋକଙ୍କ ଜୀବନକୁ ଉନ୍ନତ କରିବା ଦିଗରେ ପଦକ୍ଷେପ ନେଉଛି ୧୨ ବାଟାଲିୟନ ସିଆରପିଏଫ

ଫୁଲବାଣୀ,୯/୧୧:- ସିଆରପିଏଫର ସାମାଜିକ ଦାୟିତ୍ୱର ଏକ ଅଂଶ ଭାବରେ ଏବଂ ଗରିବ ଲୋକଙ୍କ ଜୀବନକୁ ଉନ୍ନତ କରିବା ଦିଗରେ ଏକ ପଦକ୍ଷେପ ଭାବେ ୧୨ ବାଟାଲିୟନ ସିଆରପିଏଫ ଦ୍ୱାରା ସାଡିଙ୍ଗିଆ ପଞ୍ଚାୟତର ସାଧାରଣ ଅଞ୍ଚଳରେ ବୁଧବାର ଦିନ ଏକ ସିଭିକ୍‌ ଆକ୍ସନ ପ୍ରୋଗ୍ରାମ -୨୦୨୨ ଆୟୋଜନ କରାଯାଇଥିଲା ।
Read More...

ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ନେଇ ବୈଠକ

ପାରଳାଖେମୁଣ୍ଡି,୯/୧୧- ଗଜପତି ଜିଲ୍ଲାସ୍ତରୀୟ ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ସମ୍ପର୍କରେ ଏକ ବୈଠକ ଗଜପତି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି
Read More...

ଫୁଲବାଣୀରେ ଜାତୀୟ ଆଇନସେବା ଦିବସ ପାଳିତ

ଫୁଲବାଣୀ,୯/୧୧:- କନ୍ଧମାଳ ଜିଲ୍ଲା ଜର୍ଜ କୋର୍ଟ ପରିସରରେ ଥିବା ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ ସେବା ଦିବସ ପାଳିତ ହୋଇଯାଇଛି । ଏହି ଶୁଭ ଅବସରରେ ଫୁଲବାଣୀ ଏଡିଜେ ସ୍ୱତନ୍ତ୍ର ପୋସ୍କ ସଞ୍ଜିତ୍‌ କୁମାର ବେହେରା ସବୁଜ ପତାକା ଦେଖାଇ ଶୋଭାଯାତ୍ରାକୁ ଶୁଭ ଉଦଘାଟନ କରିଥିଲେ
Read More...