Monthly Archives

November 2022

ଶ୍ରମିକଙ୍କୁ ପ୍ରତି ମାସରେ ମିଳିବ ୫ ହଜାର ଟଙ୍କା

ନୂଆଦିଲ୍ଲୀ : ଏଣିକି ଶ୍ରମିକଙ୍କୁ ପ୍ରତି ମାସରେ ମିଳିବ ୫ ହଜାର ଟଙ୍କା । ପଞ୍ଜିକୃତ ଶ୍ରମିକଙ୍କୁ ମାସକୁ ୫ ହଜାର ଟଙ୍କା ଯୋଗାଇଦେବେ ସରକାର । ଏ ନେଇ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ-ଏନସିଆରରେ ବଢୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏଠାରେ ଗ୍ରୁପ
Read More...

ଫିକିର ସଭାପତି ହେଲେ ଶୁଭ୍ରକାନ୍ତ ପଣ୍ଡା

ଭୁବନେଶ୍ୱର : ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା ହେଲେ ଫେଡେରେସନ ଅଫ୍‌ ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଫିକି)ର ପରବର୍ତ୍ତୀ ସଭାପତି । ଆଜି ମୁମ୍ୱାଇରେ ବସିଥିବା ଜାତୀୟ କାର୍ଯ୍ୟନିର୍ବାହୀ ବୈଠକରେ ତାଙ୍କ ନାଁ ଘୋଷଣା କରାଯାଇଛି । ଡିସେମ୍ୱର ୧୬ ଓ ୧୭ ତାରିଖରେ ହେବାକୁ
Read More...

ଟିକାବାଲି କଲେଜ୍‌ରେ ଭିଜିଲାନ୍ସ ସଚେତନା ସପ୍ତାହ ପାଳିତ

ଘୁ ଉଦୟଗିରି : ସ୍ଥାନୀୟ ଏଏମ୍‌ସିଏସ୍‌ ମହା ବିଦ୍ୟାଳୟର ଜାତୀୟ ସେବା ଯୋଜନା ତରଫରୁ ଭିଜିଲାନ୍ସ ସଚେତନାତ ସପ୍ତାହ ଅଧ୍ୟକ୍ଷ ଦିନବନ୍ଧୁ ମହାନ୍ତିଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଶ୍ରୀ ମହାନ୍ତି ଛାତ୍ରଛାତ୍ରୀମାନଙ୍କୁ ସଚେତନ ରହିଲେ ସମାଜକୁ ଦୁର୍ନୀତି ହଟିଯିବ ବୋଲି କହିବା
Read More...

ଆସନ୍ତା ୧୧ରୁ ବୌଦ୍ଧରେ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚଂପିଆନସିପ୍‌

ବୌଦ୍ଧ,୨ା୧୧- ଆସନ୍ତା ନଭେମ୍ବର ୧୧ ରୁ ୧୩ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବୌଦ୍ଧ ଇନଡୋର ଷ୍ଟାଡିୟମରେ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚଂପିଆନସିପ ଅନୁଷ୍ଠିତ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ବ୍ୟାଡମିଣ୍ଟନ ଆସୋସିଏସନ ବୌଦ୍ଧ ତରଫରୁ ସୂଚନା ଦିଆଯାଇଛି । ରାଜ୍ୟ ବ୍ୟାଡମିଣ୍ଟନ ଆସୋସିଏସନ
Read More...

କେଡିଏମଏଫ ପକ୍ଷରୁ ମୃତ ସାମ୍ବାଦିକଙ୍କ ପରିବାରବର୍ଗଙ୍କୁ ଆର୍ଥିକ ସହାୟତା ନିମନ୍ତେ ସ୍ମାରକ ପତ୍ର ପ୍ରଦାନ

ଫୁଲବାଣୀ :ଗତ ମଙ୍ଗଳବାର ଦିନ ସନ୍ଧ୍ୟାରେ ଏକ ସାଂଘାତିକ ଦୁର୍ଘଟଣାରେ ଶିକାର ହୋଇଥିବା ଫୁଲବାଣୀର ମୃତ ସାମ୍ବାଦିକ ୱେବ ଚାନେଲ ଓ ପୃଷ୍ଠ ଭୂମି ଖବର କାଗଜର ଯୁବ ସାମ୍ବାଦିକ ବିକାଶ ମିଶ୍ରଙ୍କ ମୃତ୍ୟୁ ଘଟିଥିବାରୁ ତାଙ୍କ ପରିବାରକୁ ଆର୍ଥିକ ସହାୟତା ମଞ୍ଜୁର ନିମନ୍ତେ କନ୍ଧମାଳ ଜିଲ୍ଲା ମିଡିଆ
Read More...

ଅର୍ଚ୍ଚନାଙ୍କ ବିରୋଧରେ ମାମଲା ରୁଜୁ କଲା ଇଡି

ଭୁବନେଶ୍ୱର : ବ୍ଲାକମେଲର ଅର୍ଚ୍ଚନା ନାଗର ବିରୋଧରେ ଆଜି ମାମଲା କରି ତଦନ୍ତ ଆରମ୍ଭ କଲା ଇଡି । ଅର୍ଚ୍ଚନା ନାଗଙ୍କ ସମେତ ୪ ଜଣଙ୍କ ନାଁରେ ମାମଲା ମାମଲା ରୁଜୁ ହୋଇଛି । ଅର୍ଚ୍ଚନା ନାଗ,ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ,ଖଗେଶ୍ୱର ସାହୁ ଓ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁରେ ମାମଲା ଇଡି ମାମଲା
Read More...

ଗଠନ ହେଲା ନନ୍ଦାହାଣ୍ଡି ବ୍ଲକ ସାମ୍ବାଦିକ ସଂଘ

ନନ୍ଦାହାଣ୍ଡି: ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ସରୁଗୁଡ଼ା ଗ୍ରାମର ମହାକାଳୀ ମନ୍ଦିର ପ୍ରାଙ୍ଗଣରେ ନୂତନ ଭାବେ ନନ୍ଦାହାଣ୍ଡି ବ୍ଲକ ସାମ୍ୱାଦିକ ସଂଘ ଗଠନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ସଦନ ଗୌଡ଼ ଯୋଗ ଦେଇଥିଲେ । ସେହିପରି ନୂତନ ଭାବେ ସଭାପତି
Read More...

ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ପୁରୀ : ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ମୋବାଇଲ ସ୍କ୍ୱାଡର ଉପ-ନିରିକ୍ଷକ ସିଦେ୍ଧଶ୍ୱର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ ବାସେଳୀସାହି ଥାନା ଅଧୀନରେ ଥିବା ଶଙ୍କରପୁର ଛକ ଠାରେ ଚଢ଼ାଉକରି ସନ୍ତୋଷ ନାୟକ (୩୯)ଙ୍କୁ ଗିରଫ କରିଛନ୍ତି ।
Read More...

ଓଡିଆଣୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀ ରାଧାରାଣୀ

ପୁରୀ : ପବିତ୍ର ଅଁଳା ନବମୀ ପାଇଁ ଉତ୍ସବ ମୁଖରିତ ପ୍ରସିଦ୍ଧ ସାକ୍ଷୀ ଗୋପୀନାଥ ମନ୍ଦିର । ପ୍ରଭୁ ସାକ୍ଷୀ ଗୋପୀନାଥଙ୍କ ନଟବର ବେଶ ଓ ଶ୍ରୀ ରାଧାରାଣୀଙ୍କ ପାଦ ଦର୍ଶନ, ଓଡ଼ିଆଣୀ ବେଶ ଦର୍ଶନ ପାଇଁ ଭକ୍ତଙ୍କ ଲମ୍ବା ଲାଇନ । ଗତକାଲି ମଙ୍ଗଳବାର ରାତି ୧୧ ଟା ୩୦ରେ ମନ୍ଦିର ଦ୍ୱାର ଫିଟା ନୀତି
Read More...

ଏନଏସି ପକ୍ଷରୁ ଆବର୍ଜନା ନିୟନ୍ତ୍ରଣ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ

ଘୁ. ଉଦୟଗିରି : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ଠାରେ ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ସରକାରୀ/ବେସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଆବର୍ଜନା ନିୟନ୍ତ୍ରଣ ଓ କାର୍ଯ୍ୟାଳୟରୁ ବାହାରୁଥିବା ଆବର୍ଜନା ସଂଗ୍ରହ କରାଯାଇ ସେଗୁଡ଼ିକର ପୁନଃ
Read More...