Monthly Archives

November 2022

ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍

ପଦ୍ମପୁର : ବରଗଡ଼ ଜିଲ୍ଲାର ପଦ୍ମପୁରରେ ଏବେ ଉପନିର୍ବାଚନ ଚାଲିଥିବା ବେଳେ ପଦ୍ମପୁର ସଦରର ୩ ଜଣ ବ୍ୟବସାୟୀଙ୍କ ଘରେ ସକାଳୁ ଆୟକର ବିଭାଗ ରେଡ୍ କରିଛି। ଏହି ୩ ଜଣ ବ୍ୟବସାୟୀ ହେଲେ ଏମଡି ସାଜିଦ, ଗଜାନନ ଅଗ୍ରୱାଲ ଓ ମାନଭଞ୍ଜନ ସାହୁ। ଏହି ୩ ବ୍ୟବସାୟୀ ମିଳିତ ଭାବେ ଏକ ରାଇସ୍ ମିଲ୍
Read More...

ଆମେରିକାରେ ପ୍ଲେନ୍ କ୍ରାସ୍

ନୂଆଦିଲ୍ଲୀ: ଆମେରିକାରେ ପ୍ଲେନ୍ କ୍ରାସ୍ । ମଣ୍ଟଗୋମେରୀ କାଉଣ୍ଟ ସହରରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ସହର ମଧ୍ୟ ଦେଇ ଯାଇଥିବା ଉଚ୍ଚ କ୍ଷମତା ସଂପନ୍ନ ବିଜୁଳି ତାରରେ ଲଗି ବିମାନ ଦୁର୍ଘଗଣାଗ୍ରସ୍ତ ହୋଇଛି । ତେବେ ଏଥିରେ କ୍ଷୟକ୍ଷତି ସୂଚନା ଏଯାଏ ମିଳିନାହିଁ । ସୂଚନା ଅନୁଯାୟୀ,
Read More...

ଲାୟନ୍ସ କ୍ଲବ ନବରଙ୍ଗପୁର ତରଫରୁ ମାଗଣା ସ୍ୱାସ୍ଥ୍ୟ ଶିବିର

ନବରଙ୍ଗପୁର : ନବରଙ୍ଗପୁର ଲାୟନ୍ସ କ୍ଲବ ତରଫରୁ ସ୍ଥାନୀୟ ହିର୍ଲି ଡଙ୍ଗର ଅଙ୍ଗନବାଡି କେନ୍ଦ୍ର ଠାରେ ଏକ ମାଗଣା ମଧୁମେହ ଓ ରକ୍ତଚାପ ପରୀକ୍ଷା ଏବଂ ଔଷଧ ବିତରଣ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଶିବିରରେ ୧୨୭ ଜଣ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଗରିବ ମହିଳା ଓ ପୁରୁଷଙ୍କ ସ୍ୱାସ୍ଥ୍ୟ
Read More...

କପ୍‌ ସିରପ ଜବତ, ୨ଗିରଫ

ପୁରୀ : କପ୍‌ ସିରପ ବିକ୍ରି କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ୨ଜଣ ଯୁବକଙ୍କୁ ଗିରଫ କରିଛି । ଅଭିଯୁକ୍ତ ଦ୍ୱୟ ହେଲେ ବାଲିସାହି ଗଣାମଲ୍‌ ଲେନର ରବି ନାରାୟଣ ନାୟକ ଏବଂ ବ୍ରହ୍ମପୁର ବିଜିପୁର ଥାନା ଅଞ୍ଚଳର ଚିଣ୍ଟୁ ସାହୁ । ଜଗନ୍ନାଥ ବଲ୍ଲଭ ପାର୍କିଂ ନିକଟରୁ ଏହି ଦୁଇ ଅଭିଯୁକ୍ତଙ୍କୁ
Read More...

କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା

ଭୁବନେଶ୍ୱର: କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା । କେନ୍ଦୁପତ୍ର ତୋଳାଳି, ବନ୍ଧାଳୀ ଓ ସିଜନାଲ କର୍ମଚାରୀଙ୍କୁ ସହାୟତା ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତୋଳାଳିଙ୍କୁ ୧ ହଜାର ଟଙ୍କା ଓ ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ ସହାୟତା
Read More...

ଗଣମାଧ୍ୟମର ସୁରକ୍ଷା ପାଇଁ ଆଗାମୀ ଦିନରେ ରାଜରାସ୍ତାକୁ ଓଲ୍ଲାଇବ ରାଜ୍ୟ ସାମ୍ବାଦିକ ୟୁନିଅନ – ରାଜ୍ୟ ସଭାପତି

ବୌଦ୍ଧ,୨୭/୧୧ -ଗଣମାଧ୍ୟମ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ । ଏଥିରେ କର୍ମରତ ସାମ୍ବାଦିକମାନେ ସମାଜକୁ ଶୃଙ୍ଖଳିତ ଓ ସୁରକ୍ଷିତ ରଖିବା ପାଇଁ ଅନବରତ ପ୍ରୟାସ ଜାରି ରଖିଛନ୍ତି । ଅନ୍ୟପକ୍ଷରେ ରାଜ୍ୟ ସରକାର ସାମ୍ବାଦିକଙ୍କୁ ସୁରକ୍ଷା ଏବଂ ସହଯୋଗ ଯୋଗାଇଦେବାରେ ଅବହେଳା କରିବା ଗଣତନ୍ତ୍ର ପ୍ରତି
Read More...

ଏବିଭିପିର ବିଚାର ହେଉଛି କାର୍ଯ୍ୟକ୍ରମ ମାଧ୍ୟମରେ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ସୃଜନଶୀଳତା ପରିପ୍ରକାଶ କରିବା –…

ଜୟପୁର, ଭୁବନେଶ୍ୱର: କାର୍ଯ୍ୟକ୍ରମ ମାଧ୍ୟମରେ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ସୃଜନଶୀଳତା ପରିପ୍ରକାଶ କରିବା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ର ମହାନ ବିଚାର ବୋଲି ରବିବାର ରାଜସ୍ଥାନର ଗୋଲାପୀ ସହର ଜୟପୁର ଠାରେ ୬୮ତମ ଏବିଭିପି ସମ୍ମିଳନୀରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା,
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଜିଲ୍ଲା ସମ୍ମିଳନୀ

ଫୁଲବାଣୀ :- ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର,ଫୁଲବାଣୀ ପରିସରରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସଭାପତି ଡ଼ଃ ଚିତ୍ତରଞ୍ଜନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ସାହିତ୍ୟିକମାନେ ଯୋଗଦେଇ ସାହିତ୍ୟ ପରିଷଦର ମୁକ୍ତ ଆଲୋଚନାରେ ଭାଗ ନେଇଥିଲେ
Read More...

ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଓ ଔଷଧ ବଣ୍ଟନ

ଦଶପଲ୍ଲା,୨୭/୧୧ : - କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ନିର୍ଦ୍ଦେଶକ୍ରମେ ଦଶପଲ୍ଲା ବ୍ଳକ ଅନ୍ତର୍ଗତ ତୁମାଣ୍ଡି ହାଇସ୍କୁଲ ଠାରେ ଆଜି ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଓ ଔଷଧ ବଣ୍ଟନ କରାଯାଇଛି । କିମସ୍‌ ହସ୍ପିଟାଲ ବରିଷ୍ଠ ଓ ଅଭିଜ୍ଞ ଡାକ୍ତରଙ୍କ ଦ୍ୱାରା ଏହିସ୍ୱାସ୍ଥ୍ୟ ଶିବିର ପରିଚାଳିତ
Read More...

ବିଦ୍ୟାଳୟ ଚତୁଃପାର୍ଶ୍ୱ ସଫାକଲେ ସ୍କାଉଟ ଓ ସବୁଜ ବାହିନୀ ଛାତ୍ର ଛାତ୍ରୀ

ଦଶପଲ୍ଲା,୨୭/୧୧ : - ସ୍ୱଚ୍ଛତା ହିଁ ସେବା ଏଥିରେ ଅନୁପ୍ରାଣିତ ହୋଇ ଦଶପଲ୍ଲା ବ୍ଲକ ଦେଢ଼ସର୍‌ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସ୍କାଉଟ ଓ ସବୁଜ ବାହିନୀ ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ଆରମ୍ଭ ହୋଇଛି ସଫେଇ କାର୍ଯ୍ୟକ୍ରମ । ଆଜି ବିଦ୍ୟାଳୟର ସ୍କାଉଟ୍‌ ଓ ସବୁଜ ବାହିନୀ ଛାତ୍ରଛାତ୍ରୀ
Read More...