Monthly Archives

December 2022

ଖପ୍ରାଖୋଲ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ କଳା ବ୍ୟାଜ୍‌ ପିନ୍ଧି ସ୍ୱାସ୍ଥ୍ୟକର୍ମୀଙ୍କ ପ୍ରତିବାଦ

ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକ୍‌ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟ କର୍ମୀମାନେ କଳା ବ୍ୟାଜ୍‌ ପିନ୍ଧି ଗୁରୁବାର ପ୍ରତିବାଦ କରିଥିବା ଦେଖାଦେଇଛି । ୫ ଦଫା ଦାବିରେ ସ୍ୱାସ୍ଥ୍ୟ କର୍ମୀମାନେ ପୂର୍ବରୁ ଦାବୀପତ୍ର ଦେଇଥିଲେ ମଧ୍ୟ ସରକାର ଦାବୀ ପୂରଣ କରିନଥିବାରୁ ତାର ପ୍ରତିବାଦରେ କଳା
Read More...

ଗୁରୁବାର ମାଣବସା ଲଷ୍ମୀପୂଜା ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ

ଜହ୍ନାପଙ୍କ: ବୌଦ୍ଧ ବ୍ଳକ ଖୁଂଟବନ୍ଧ ପଂଚାୟତ ଅନ୍ତର୍ଗତ ବାଲିଦୋହଲି ଗ୍ରାମରେ ମାଣବସା ଶେଷ ଗୁରୁବାର ଲଷ୍ମୀପୂଜା ଅବସରରେ ଲଷ୍ମୀ ନାରାୟଣ କ୍ଳବ ଆନୁକୂଲ୍ୟରେ ଆଜି ରାମାୟଣ ପରାୟଣର ସୁନ୍ଦରାକାଣ୍ଡ ଅନୁଷ୍ଠିତ ହୋଇଥିଲା । ଏଥିରେ ବନ୍ଦିତା ନାଏକ ବ୍ୟାସ ଭାବେ ରାମାୟଣ ଗାନ କରିଥିଲେ ।ଶେଷରେ
Read More...

ଗଜପତି ଜିଲ୍ଲା ଅଟୋ ରିକ୍ସା ଡ୍ରାଇଭର ଓ ମାଲିକ ସଙ୍ଘ ତରଫରୁ ୭ ଦଫା ଦାବି ନେଇ ସ୍ମାରକପତ୍ର ପ୍ରଦାନ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ଅଟୋ ରିକ୍ସା ଚାଳକ ଓ ମାଲିକ ସଙ୍ଘ ତରଫରୁ ହାଇସ୍କୁଲ ଛକଠାରୁ ଶତାଧିକ ଅଟୋ ରିକ୍ସା ଡ୍ରାଇଭର ନିଜର ଅଟୋ ଗୁଡ଼ିକ ଧରି ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ
Read More...

ବୃଦ୍ଧ ଦମ୍ପତିଙ୍କୁ ହାଣି ଦେଲେ ଦୁର୍ବୃତ୍ତ

ସାଲେପୁର: କଟକ ଜିଲ୍ଲା ନେମାଳ ଥାନା ଅନ୍ତର୍ଗତ ଲେଣ୍ଡୁରା ଭଗବାନ ପୁର ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ମାରଣାସ୍ତ୍ର ଧରି ୪ ଦୁର୍ବୃତ୍ତ ଘରେ ପଶି ଲୁଟପାଟ କରିବା ସହ ବୃଦ୍ଧ ଦମ୍ପତିଙ୍କୁ ହାଣି ଦେଲେ। ଦୁର୍ବୃତ୍ତଙ୍କ ମାରଣାସ୍ତ୍ର ଚୋଟରେ ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା
Read More...

ଆଜିଠୁ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଖାତାଦେଖା

ଭୁବନେଶ୍ବର: ଆଜିଠୁ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଖାତାଦେଖା । ୧୦ ଦିନ ମଧ୍ୟରେ ଖାତାଦେଖା ସାରିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ନିୟୋଜିତ ହେବେ ୧୨ ହଜାର ୪୫୦ ଜଣ ଶିକ୍ଷକ । ମୋଟ ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ । ସକାଳ ୯ଟାରୁ ସଂଧ୍ୟା ୫ଟା ଯାଏ ଖାତା ଦେଖା ଚାଲିବ । ଏ ନେଇ ସୂଚନା
Read More...

ନିଶା ନିବାରଣ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର: ଜିଲ୍ଲାରେ ନିଶାର କୁପରିଣାମ ଓ ସମାଜରେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଜିଲ୍ଳା ପ୍ରଶାସନ ଓ ଜିଲ୍ଲା ଅବକାରୀ ବିଭାଗ ସୁବର୍ଣ୍ଣପୁର ଆନୁକୂଲ୍ୟରେ ଏକ ନିଶା ନିବାରଣ ସଚେତନତା ରଥକୁ ଜିଲ୍ଳା ପରିକ୍ରମଣ ପୂର୍ବକ ଜନସାଧାରଣଙ୍କୁ ସଚେତନତା କରିବା ଲକ୍ଷ୍ୟରେ ଶୁଭାରମ୍ଭ କରାଯାଇଛି
Read More...

ଜହ୍ନାପଙ୍କ ଉଚ୍ଚ ବିଦ୍ୟାଳୟ ଓ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ

ଜହ୍ନାପଙ୍କ:ବୌଦ୍ଧ ବ୍ଳକ ଖୁଂଟବନ୍ଧ ପଂଚାୟତ ଅନ୍ତର୍ଗତ ଜହ୍ନାପଙ୍କ ମେଡ଼ିକାଲ ପଡ଼ିଆରେ ଜହ୍ନାପଙ୍କ ସରକାରୀ ଉଚ୍ଚ ବିଦ୍ୟାଳୟର ଦୁଇ ଦିନିଆ ବାର୍ଷିକ କ୍ରୀଡ଼ା ୨୦୨୨ ଆଜି ଉଦଘାଟିତ ହୋଇଯାଇଛି । ସକାଳୁ ଛାତ୍ରମାନେ ଜଗତି ନିକଟସ୍ଥ ଐତିହାସିକ ଗନ୍ଧରାଡି ମନ୍ଦିରରୁ କ୍ରୀଡ଼ା ଜ୍ୟୋତି ଆଣି ମୁଖ୍ୟ
Read More...

ଜିଲ୍ଲା ସ୍ତରୀୟ ଅଗ୍ନି ନିବାରଣ ଏବଂ ପ୍ରଶମନ ବୈଠକ

ଫୁଲବାଣୀ : ଜଙ୍ଗଲ ଏବଂ ବନ୍ୟଜନ୍ତୁଙ୍କୁ ଜଙ୍ଗଲ ନିଆଁରୁ ରକ୍ଷା କରିବା ପାଇଁ ସରକାର ଅଗ୍ନିଅସୁରକ୍ଷିତ ସ୍ଥାନଗୁଡ଼ିକୁ ଚିହ୍ନଟ କରିବା ପାଇଁ ବିଭିନ୍ନ ବିଭାଗ ସହିତ ସବୌଭୂମ ସମନ୍ୱୟ ରକ୍ଷା କରିବାକୁ ସ୍ଥିର କରିଛନ୍ତି ଏବଂ ଆଗକୁ ଆସୁଥିବା ଅଗ୍ନିକାଣ୍ଡ ଘଟଣାରେ ଜଙ୍ଗଲରେ ନିଆଁକୁ ରୋକିବା ପାଇଁ
Read More...

ବିଜୟ ପରେ ପଦ୍ମପୁରବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସବୁ ପ୍ରତିଶ୍ରୁତି ପୂରଣ ହେବ

ଭୁବନେଶ୍ୱର : ପଦ୍ମପୁର ଉପ ନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ପଦ୍ମପୁରବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ ଭିଡିଓ ବାର୍ତ୍ତାରେ କହିଛନ୍ତି ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର ଏବଂ ଏହି
Read More...

ଘନୀଭୂତ ହେଉଛି ବାତ୍ୟା ମେନ-ଣ୍ଡୋସ୍‌, ୯ ଓ ୧୦ରେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଘନୀଭୂତ ହେଉଛି ବାତ୍ୟା ମେନ-ଣ୍ଡୋସ୍‌। ଆଜି ସନ୍ଧ୍ୟା ସୁଦ୍ଧା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପନେବାର ସମ୍ଭାବନା ରହିଛି। ଏହାର ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। କିନ୍ତୁ ବାତ୍ୟାର ବାହ୍ୟ ବଳୟ ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାରେ କିଛି
Read More...