Monthly Archives

December 2022

“ସଖି’ ୱାନ ଷ୍ଟପ୍‌ ସେଣ୍ଟର ପକ୍ଷରୁ ହିଂସାମୁକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହିଳା ଓ ବାଳିକା ମାନଙ୍କୁ ନେଇ "ସଖି' ୱାନ ଷ୍ଟପ୍‌ ସେଣ୍ଟର ପକ୍ଷରୁ ଏକ ହିଂସାମୁକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ସଖୀ ୱାନ ଷ୍ଟପ କେନ୍ଦ୍ରରେ ପ୍ରଶାସିକା ଶ୍ରୀମତୀ
Read More...

ଏବିଭିପି କଳାହାଣ୍ଡି ତରଫରୁ ଜି-୨୦ ରେ ଭାରତର ସଭାପତିତ୍ୱକୁ ସ୍ୱାଗତ

ଭବାନୀପାଟଣା: ଜି-୨୦ ୨୦୨୩ ର ସଭାପତିତ୍ୱ ଭାରତକୁ ମିଳିଛି । ତେଣୁ ଏହି ପରିପେକ୍ଷୀରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କଳାହାଣ୍ଡି ତରଫରୁ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଏକ ସ୍ୱାଗତ ସଭା ଆୟୋଜନ ହୋଇଯାଇଛି । ଏହି ସଭାରେ ବିଶ୍ୱବିଦ୍ୟାଳୟ ଓ ଭବାନୀପାଟଣା ନଗର ସ୍ଥିତ ଛାତ୍ର
Read More...

ବଲାଙ୍ଗିରଠାରେ ଜିଲ୍ଲା ସ୍ତରୀୟ ବିଶ୍ୱ ଏଡସ ଦିବସ ପାଳିତ,ନିୟନ୍ତ୍ରଣ ପାଇଁ ଜନସଚେତନତା ଉପରେ ଗୁରୁତ୍ୱାରୋପ

ବଲାଙ୍ଗିର : ଆଜି ବଲାଙ୍ଗିର ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା ଏଡସ ନିରାକରଣ ୟୁନିଟ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଏଡସ ନିରାକରଣ କାର୍ଯ୍ୟକ୍ରମର ସହଯୋଗୀ ବେସରକାରୀ ସଂସ୍ଥା ସହଯୋଗରେ ଜିଲ୍ଲା ସ୍ତରୀୟ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ବିଶ୍ୱ ଏଡସ ଦିବସ ପାଳନ ଉପଲକ୍ଷେ
Read More...

ପୁରୀରେ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଉଦଘାଟିତ

ପୁରୀ : ରାଜ୍ୟ ସରକାରଙ୍କ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ଆଧାରରେ ଚଳିତ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଏକ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଆଜି ଅପରାହ୍ନରେ ପୁରୀ ସ୍ଥିତ ନୀଳାଚଳ ହାଟ ଠାରେ ଆୟୋଜିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାର
Read More...

ନାବାଳିକାକୁ ଅପହରଣ କରି ଦୁଷ୍କର୍ମ ଅଭିଯୋଗ : ଦୁଇ ଅଭିଯୁକ୍ତ ଗିରଫ

ପାଟଣାଗଡ଼ : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ଅଞ୍ଚଳର ଜଣେ ନାବାଳିକାକୁ ସେହି ଥାନା ଅନ୍ତର୍ଗତ ବାଞ୍ଜିପାଲି ଗାଁର ଦୁଇଜଣ ଯୁବକ ନାବାଳିକାଙ୍କ ମାମୁଁ ଘରୁ ଅପହରଣ କରି ଦୁଷ୍କର୍ମ କରିଥିଲେ । ନାବାଳିକାଙ୍କର ମାଁ ଏନେଇ ପାଟଣାଗଡ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଏକ ମାମଲା
Read More...

ବୌଦ୍ଧ ବିଇଓ ଧ୍ରୁବ ଚରଣ ଘିବେଲାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବୌଦ୍ଧ : ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲା ଗତକାଲି ତାଙ୍କର ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି । ଏହି ଅବସରରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟଠାରେ ଉକ୍ତ କାର୍ଯ୍ୟାଳୟର କର୍ମଚାରୀଙ୍କ ତରଫରୁ ଏକ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଆୟୋଜିତ
Read More...

ଗନ୍ଧରାଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଏଡସ ଦିବସ ପାଳନ: ସଚେତନତା ହିଁ ଏଡ୍‌ସର ଅବ୍ୟର୍ଥ ଔଷଧ

ଜହ୍ନାପଙ୍କ : ବୌଦ୍ଧ ବ୍ଳକ ଅନ୍ତର୍ଗତ ଜହ୍ନାପଙ୍କ ସ୍ଥିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ଛାତ୍ର ଛାତ୍ରୀମାନେ ଏକ ଶୋଭାଯାତ୍ରାରେ ବିଦ୍ୟାଳୟ ପରିସରରୁ ବାହାରି ମେଡ଼ିକାଲ ଛକ, ବସଷ୍ଟାଣ୍ଡ, ଜହ୍ନାପଙ୍କ ଗ୍ରାମ ପରିକ୍ରମା କରି ବିଭିନ୍ନ ପ୍ଲାକାର୍ଡ
Read More...

କଳିଙ୍ଗ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଏଡ଼ସ ଦିବସ ପାଳିତ

ଘୁ ଉଦୟଗିରି: ଆଜି ସ୍ଥାନୀୟ କଳିଙ୍ଗ ମହାବିଦ୍ୟାଳୟରେ ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ଅଧ୍ୟକ୍ଷତାରେ ଛାତ୍ରଛାତ୍ରୀଙ୍କ ଗହଣରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଏହି ସଚେତନତା କାର୍ଯ୍ୟକ୍ରମରେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଦେବବ୍ରତ ବାରିକ ମୁଖ୍ୟ ଅତିଥିଭାବେ
Read More...

ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ନବରଙ୍ଗପୁର : ଚଳିତ ବର୍ଷ ଗତାନୁଗତିକ ଭାବରେ ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀଙ୍କର ଉଭୟ ଶାରରିକ ଓ ମାନସିକ ବିକାଶ ପାଇଁ ଏହି କ୍ରୀଡା ଉତ୍ସବ ଦୁଇଦିନ ଧରି ପାଳନ କରାଯାଇଥିଲା । ଏଥିରେ ଉଭୟ ଯୁକ୍ତ ଦୁଇ ଏବଂ ଯୁକ୍ତ
Read More...

ବିଶ୍ୱ ଏଡ଼୍‌ସ ଦିବସ ଅବସରରେ ଆଦିବାସୀ ମହାବିଦ୍ୟାଳୟରେ ସଚେତନତା ଶିବିର

ବାଲିଗୁଡ଼ା: ଆଜି ବିଶ୍ୱ ଏଡ଼୍‌ସ ଦିବସ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ ପରିସରରେ ରେଡ୍‌ ନିବନ୍ଧ କ୍ଲବ ପକ୍ଷରୁ ଏଡ଼୍‌ସ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ଓଡ଼ିଶା ଏଡ଼ସ୍‌
Read More...