ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶକୁ ଦର୍ଶନ କଲେ ଲକ୍ଷାଧିକ ଭକ୍ତ
ପୁରୀ : ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଧର୍ମ ମାସର ଶେଷ ଦିବସରେ ଆଜି ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁ ବିଳମ୍ବିତ ରାତ୍ରିରୁ ପୁରୀ ସମୁଦ୍ର ଓ ବିଭିନ୍ନ ତୀର୍ଥପୁଷ୍କରିଣୀ ମାନଙ୍କରେ ଡ଼ଙ୍ଗା ଭସାଇବା ସହ ବୁଡ଼ ପକାଇଛନ୍ତି । ଆଜିର ଦିନରେ ଶ୍ରୀଜିଉ ମାନଙ୍କର ରାଜରାଜେଶ୍ୱର!-->…
Read More...
Read More...