Yearly Archives

2022

ସପ୍ତମ ସହିଦ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ବାଲିଗୁଡ଼ା ଏସଡିଏଏ ଚମ୍ପିୟାନ

ଫୁଲବାଣୀ :- ଫୁଲବାଣୀ ପୋଲିସ ରିଜର୍ଭ ଗ୍ରାଉଣ୍ଡଠାରେ ଚାଲିଥିବା ସପ୍ତମ ସହିଦ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଗୁରୁବାର ପୋଲିସ ଓ ବାଲିଗୁଡା ଏସଡ଼ିଏଏ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ପୋଲିସ ଟିମକୁ ୬୮ ରନରେ ପରାସ୍ତ କରି ବାଲିଗୁଡା ବିଜୟୀ ହୋଇଛି ।ପୋଲିସ ଟିମ ଟସ ଜିତି ବାଲିଗୁଡାକୁ
Read More...

ଦୁର୍ନୀତି ନିବାରଣ ଉଦ୍ଦେଶ୍ୟରେ ବିଭିନ୍ନ ସ୍ଥାନରେ ଶପଥପାଠ

ବୌଦ୍ଧ,୩ା୧୧ : ଦୁର୍ନୀତି ନିବାରଣ ସଚେତନତା ସପ୍ତାହର ଚତୁର୍ଥ ଦିବସରେ କଣ୍ଟାମାଳ ବ୍ଲକର ନାରାୟଣ ପ୍ରସାଦ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲେଟପଡା ଗ୍ରାମରେ ବିଡିଓ ଶ୍ରୀଯୁକ୍ତ କଳାକୃଷ୍ଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟଅତିଥି ଭାବେ
Read More...

ଇଡିକୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ପାଲଟା ପ୍ରଶ୍ନ :
ଯଦି ଦୋଷୀ,ଗିରଫ କରୁନ କାହିଁକି

ନୂଆଦିଲ୍ଲୀ: ଖଣି ଦୁର୍ନୀତି ମାମଲାରେ ପଚରାଉଚରା ନିମନ୍ତେ ଗୁରୁବାର ଦିନ ହାଜର ହେବା ପାଇଁ ପ୍ରବର୍ତ୍ତନ ର୍ନିେଶାଳୟ(ଇଡି) ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ସମନ୍‌ ଜାରି କରିଥିଲା । ଗୁରୁବାର ପୂର୍ବାହ୍ନ ୧୧ଟା ବେଳେ ପ୍ରବର୍ତ୍ତନ ର୍ନିେଶାଳୟରେ ପହଞ୍ଚିବା ପାଇଁ ଉକ୍ତ
Read More...

ଲାଲକିଲା ଆକ୍ରମଣ ମାମଲା :
ଅସଫାକର ଫାଶୀ ଦଣ୍ଡାଦେଶ କାଏମ

ନୂଆଦିଲ୍ଲୀ: ୨୦୦୦ ମସିହାରେ ହୋଇଥିବା ଲାଲକିଲା ଆକ୍ରମଣ ମାମଲାରେ ଦୋଷୀ ମହମ୍ମଦ ଆରିଫ ଓରଫ ଅସଫାକର ଦଣ୍ଡାଦେଶ କାଏମ ରଖିଛନ୍ତି ସୁପ୍ରିମକୋର୍ଟ । ଅସଫାକର ପୂନର୍ବିଚାର ଆବେଦନକୁ ଆଜି ସର୍ବୋଚ ଅଦାଲତ ଖାରଜ କରିଦେଇଛନ୍ତି । ୨୨ ଡିସେମ୍ବର ୨୦୦୦ ମସିହାରେ ଆତଙ୍କବାଦୀ ସଙ୍ଗଠନ ଲସ୍କର-ଏ-ତୋଇବା
Read More...

କଡା ସୁରକ୍ଷାରେ ୬ଟି ରାଜ୍ୟରେ ଉପନିର୍ବାଚନ ଶେଷ

ନୂଆଦିଲ୍ଲୀ,୩/୧୧ : ମହାରାଷ୍ଟ୍ର,ହରିୟାଣା,ବିହାର,ତେଲେଙ୍ଗାନା,ଓଡିଶା ଓ ଉତ୍ତର ପ୍ରଦେଶରେ ଖାଲି ପଡିଥିବା ୭ଟି ବିଧାନସଭା ଉପନିର୍ବାଚନ ପାଇଁ ଆଜି କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ୍‌ ଗ୍ରହଣ ହୋଇଛି । ନିକଟ ଭବିଷ୍ୟତରେ ହିମାଚଳ ପ୍ରଦେଶ ଏବଂ ଗୁଜରାଟରେ ବିଧାନସଭା ନିର୍ବାଚନ ଥିବାରୁ
Read More...

ପୋଲିସ ରିଜର୍ଭ ପଡିଆରେ ସାମ୍ବାଦିକ ବିକାଶଙ୍କୁ ଶ୍ରଦ୍ଧାଞ୍ଜଳି

ଫୁଲବାଣୀ: ଫୁଲବାଣୀ ସ୍ଥିତ ପୋଲିସ ରିଜର୍ଭ ପଡିଆରେ ରାସ୍ତା ଦୁର୍ଘଟଣାରେ ପ୍ରାଣ ହରାଇଥିବା ସାମ୍ବାଦିକ ବିକାଶ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ରିଜର୍ଭ ପଡିଆଠାରେ ପୋଲିସ ପକ୍ଷରୁ ଆୟୋଜିତ ସପ୍ତମ ସହିଦ ଟୁର୍ଣ୍ଣାମେଣ୍ଟର ଆଜି ଫାଇନାଲ ମ୍ୟାଚର ସମସ୍ତ ଖେଳାଳି, ରିଜର୍ଭ
Read More...

ରାତିପାହିଲେ ପଞ୍ଚୁକ, ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି

ପୁରୀ : ଆସନ୍ତାକାଲିଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେଉଛି ମହା ପଂଚୁକ । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ ଶ୍ରୀକ୍ଷେତ୍ରରେ । ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ, ଶାନ୍ତିଶୃଙ୍ଖଳା ରକ୍ଷା, ଏବଂ ଟ୍ରାଫିକ ନିୟନ୍ତ୍ରଣ ପାଇଁ ୨୬ ପ୍ଲାଟୁନ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ନନ୍ଦାହାଣ୍ଡି : ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶରେ ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ସଭାଗୃହ ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ବ୍ଲକର କର୍ମଚାରୀ ଓ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଏକ ସଚେତନତା ରାଲି ବ୍ଲକ ପରିସରରୁ ବାହାରି
Read More...

ଗଜପତି ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୨ ଆଜି ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗଦେଇ ସମସ୍ତଙ୍କୁ ସଚେତନତା କରାଇଥିଲେ । ଦେଶର ଆର୍ଥିକ, ରାଜନୈତିକ ଓ ସାମାଜିକ ଉନ୍ନତିରେ ଦୁର୍ନୀତି ବାଧକ ସାଜିଛି ।
Read More...

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ସାମିଲ ନିମନ୍ତେ ଦକ୍ଷତା ପରୀକ୍ଷା

ଘୁ.ଉଦୟଗିରି: ଘୁ. ଉଦୟଗିରି ସମିତି କାର୍ଯ୍ୟାଳୟ ଅନ୍ତର୍ଗତ ପ୍ରକ୍ଷାଳୟ ଠାରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିମନ୍ତେ ଦକ୍ଷତା ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ, କନ୍ଧମାଳ ତରଫରୁ ଆୟୋଜିତ ଏହି
Read More...