ଗଜପତି ଜିଲ୍ଲା ସ୍ତରରେ ବିଶ୍ୱ ମିତବ୍ୟୟତା ଦିବସ ପାଳିତ
ଗଜପତି :ବିଶ୍ୱ ମିତବ୍ୟୟତା ଦିବସ ପାଳନ ଅବସରରେ ଗଜପତି ଜିଲ୍ଲାସ୍ତରୀୟ ସଚେତନତା ରଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ସଚେତନତା ବାର୍ତ୍ତା ପହଚାଇଛି । ରବିବାର ପୂର୍ବାହ୍ନ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ପକ୍ଷରୁ ଆୟୋଜିତ ସଚେତନତା ରଥଟିକୁ ଉପ ଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ!-->…
Read More...
Read More...