ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଲା କାର, ୫ ମୃତ
ପ୍ରୟାଗରାଜ : ଉତ୍ତରପ୍ରଦେଶର ପ୍ରୟାଗରାଜ ନିକଟରେ ଏକ ବଡ଼ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ହାଣ୍ଡିଆ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ସୂଚନା ଅନୁଯାୟୀ ରାସ୍ତା ପାଶ୍ୱର୍ରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଏକ କାର ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ!-->…
Read More...
Read More...