ଛୁରୀ ଦେଖାଇ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ
ବାଲିଗୁଡ଼ା: ରାତିରେ ବାହାରକୁ ଶୌଚ କରିବାକୁ ଯାଇଥିବା ବେଳେ ଛୁରୀ ଦେଖେଇ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ । ଅଭିଯୋଗ ପ୍ରକାରେ ସମ୍ପୃକ୍ତ ବ୍ୟକ୍ତିକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ପୋଲିସ୍ । ଏଭଳି ଏକ ଘଟଣା ସାମ୍ନାକୁ ଆସିଛି କନ୍ଧମାଳ ଜିଲ୍ଲାର ଦୁର୍ଗମ ଅଞ୍ଚଳ କୋଟଗଡ଼ ଥାନା!-->…
Read More...
Read More...