ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସନ୍ଧ୍ୟାରେ ଘୋଷଣା କରିଥିବାବେଳେ ରବିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ଦ୍ୱାରା ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ!-->…
Read More...
Read More...