Yearly Archives

2022

ହରିଶଙ୍କରରୁ ନୃସିଂହନାଥକୁ ରୋପୱେ ନିର୍ମାଣ ଦାବିରେ ଜଳ ସତ୍ୟାଗ୍ରହ

ଖପ୍ରାଖୋଲ : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପବିତ୍ର ପୂଣ୍ୟ କ୍ଷେତ୍ର ହରିଶଙ୍କରଠାରେ କୋଶଲ ରାଜ୍ୟ ମୁକ୍ତି ମୋର୍ଚ୍ଚା ତରଫରୁ ହରିଶଙ୍କରଠାରୁ ନୃସିଂହନାଥକୁ ରୋପୱେ ନିର୍ମାଣ ଦାବିରେ ସୋମବାର ଜଳ ସତ୍ୟାଗ୍ରହ କରିଛନ୍ତି । କୋଶଲ ରାଜ୍ୟ ମୁକ୍ତି ମୋର୍ଚ୍ଚା ଆବାହକ ସୁଶୀଳ କୁମାର ଗୁରୁ,
Read More...

ଜଷ୍ଟିସ ଚନ୍ଦ୍ରଚୂଡ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ : ଦେଶର ପ୍ରଧାନ ବିଚାରପତି ୟୁୟୁ ଲଲିତ ତାଙ୍କ ଉତ୍ତରାଧିକାରୀ ଭାବରେ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ନାମ ସୁପାରିଶ କରିବାକୁ ଯାଉଛନ୍ତି । ଆଜି ସେ ଜଷ୍ଟିସ୍ ଡି.ଇ ଚନ୍ଦ୍ରଚୂଡଙ୍କୁ ଏକ ଚିଠି ହସ୍ତାନ୍ତର କରିବାକୁ ଯାଉଛନ୍ତି ଯେଉଁଥିରେ ତାଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି
Read More...

ବିସିସିଆଇ ସଭାପତି ହୋଇପାରନ୍ତି ଏହି ପୂର୍ବତନ ବିଶ୍ୱକପ ବିଜେତା ଖେଳାଳି

ନୂଆଦିଲ୍ଲୀ : ଆସନ୍ତା ୧୮ ତାରିଖରେ ବିସିସିଆଇ କର୍ମକର୍ତ୍ତା ନିର୍ବାଚନ ହେବ । ଏହା ପୂର୍ବରୁ ବିସିସିଆଇ ସଭାପତି ପଦ ପାଇଁ ପୂର୍ବତନ ଦ୍ରୁତ ବୋଲର ତଥା ୧୯୮୩ ବିଶ୍ୱକପ ବିଜେତା ଦଳର ଖେଳାଳି ରଜର ବିନ୍ନିଙ୍କ ନାମ ଆଗରେ ରହିଛି । ଏଏନ୍‌ଆଇର ରିପୋର୍ଟ ଅନୁଯାୟୀ ବିନ୍ନି ବର୍ତ୍ତମାନ କାର୍ଯ୍ୟରତ
Read More...

ବଦଳିଲେ ନୟାଗଡ଼ ଜିଲ୍ଲାପାଳ ପୋମା ଟୁଡୁ, ନୂଆ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ

ଦଶପଲ୍ଲା : ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ବିଜ୍ଞପ୍ତି ଅନୁସାରେ ନୟାଗଡ଼ ଜିଲ୍ଲାପାଳଙ୍କର ବଦଳି ହୋଇଛି । ନୟାଗଡ଼ ଜିଲ୍ଲାପାଳ ଡ . ପୋମା ଟୁଡ଼ୁଙ୍କୁ ଓଡ଼ିଶା ରାଜ୍ୟ ମେଡିକାଲ ନିଗମରେ ପରିଚାଳନା
Read More...

ଧାମନଗର ଉପନିର୍ବାଚନ; ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଜି ଏକ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ଆଜି ସକାଳେ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ସୁପୁତ୍ର ସୂରଜ ସୂର୍ଯ୍ୟବଂଶୀ ବାପାଙ୍କ ସମାଧିପୀଠକୁ ଛୁଇଁ ଥିଲେ ଏବଂ ମାଙ୍କଠାରୁ
Read More...

ଆଇନଜୀବୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

ନବରଙ୍ଗପୁର : ଜିଲ୍ଲା ଆଇନଜୀବୀ ସଂଘର ସଦସ୍ୟ ଅବନୀ କାନ୍ତ ଦାଶଙ୍କ ବିୟୋଗରେ ଜିଲ୍ଲା ଆଇନଜୀବୀ ସଂଘ ତରଫରୁ ଜିଲ୍ଲା ଅଦାଲତ ପରିସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି । ସଂଘ ସଭାପତି ନରସିଂହ ତ୍ରିପାଠୀ ଅଧ୍ୟକ୍ଷତା କରିଥିବା ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜଜ୍‌ ସଞ୍ଜୀବ ଦୁବେ,
Read More...

ଗଜପତିରେ କାର୍ତ୍ତିକ ମାସର ପ୍ରଥମ ସୋମବାରରେ ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ସମାଗମ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର ବିଭିନ୍ନ ଶୈବପୀଠ ଗୁଡିକରେ କାର୍ତ୍ତିକ ମାସର ପ୍ରଥମ ସୋମବାର ହୋଇଥିବାରୁ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ଭକ୍ତମାନେ ସକାଳୁ ନଡ଼ିଆ, କଦଳୀ,ଧୂପ ଦୀପ ଧରି ଶୈବ ମନ୍ଦିରରେ ପୂଜାର୍ଚ୍ଚନା କରିଥିବାର ଦେଖିବାକୁ ମିଳିଛି । ସେହିପରି ସହରର
Read More...

ଗଜପତିରେ ଖାଲି ପଡ଼ିଛି ବିଭିନ୍ନ ବିଭାଗର ପଦାଧିକାରୀ ପଦବୀ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ବିଭିନ୍ନ ବିଭାଗର ପଦାଧିକାରୀ ପଦବୀ ଖାଲି ପଡ଼ିଛି । କ୍ରୀଡ଼ା ଅଧିକାରୀ ପଦବୀ, ପର୍ଯ୍ୟଟନ ଅଧିକାରୀ ପଦବୀ, ମତ୍ସ୍ୟ ଅଧିକାରୀ ପଦବୀ, କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ଏହିପରି ବିଭିନ୍ନ ବିଭାଗର ପଦବୀ ଖାଲି ପଡ଼ିଛି ।
Read More...

ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ସଂଘର୍ଷ ସମିତି ପକ୍ଷରୁ ୧୪ରେ ତିନି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ବଲାଙ୍ଗୀର : ପ୍ରତୀକାତ୍ମକ ଧାରଣାରୁ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ବିଗୁଲ ବାଜିବ । ଆସନ୍ତା ୧୪ ତାରିଖରେ ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ସକାଳ ୯ଟାରୁ ଗୋଟାଏ ଯାଏ ଧାରଣା ଦିଆଯିବ । କେନ୍ଦ୍ର ରେଳମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର
Read More...

ଦୁଇ ବାଇକ ମୁହାଁମୁହିଁ ଧକ୍କା,୫ ଗୁରୁତର ଆହତ

ବାଲିଗୁଡ଼ା : ଦାରିଙ୍ଗବାଡ଼ି ୫୯ନମ୍ବର ଜାତୀୟ ରାଜପଥର ଦାରିଙ୍ଗବାଡ଼ିରୁ ସୋରଡ଼ା ରାସ୍ତାର ଅଡାମାହା ଛକ ପାଖ ବୁଲାଣିରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୫ ଜଣ ବାଇକ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡ଼ି ଗୋଷ୍ଠି ସ୍ୱାସ୍ଥ୍ୟ
Read More...