Yearly Archives

2022

ଆଇଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ନୟାଗଡ଼ ଜିଲ୍ଲାପାଳ

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସୋମବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁସାରେ ନୟାଗଡ଼ ଜିଲ୍ଲାପାଳଙ୍କର ବଦଳି ହୋଇଛି। ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କୁ ଓଡ଼ିଶା ରାଜ୍ୟ ମେଡିକାଲ ନିଗମରେ ପରିଚାଳନା
Read More...

ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଘଟଣା, ଏବିଭିପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ଫୁଲବାଣୀ :-ବେଲଘର ଥାନା ଅଞ୍ଚଳରେ ଘଟିଥିବା ସପ୍ତମ ଶ୍ରେଣୀ ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ଆଜି ଏବିଭିପି କନ୍ଧମାଳ ତରଫରୁ ସ୍ଥାନୀୟ ସାମ୍ବାଦିକ ସମ୍ମିଳନୀ କକ୍ଷଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ କନ୍ଧମାଳ ସଂଯୋଜକ ରୁଦ୍ରପ୍ରସାଦ ସେଠୀଙ୍କ
Read More...

ପୁରୁଣାକଟକ ପ୍ରାଣୀ ଚିକିତ୍ସାଧିକାରୀ ଭାବେ ଯୋଗ ଦେଲେ ଡା. ମିଲିନ ରାଉତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକ ପ୍ରାଣୀ ଚିକିତ୍ସାଳୟରେ ବର୍ଷ ବର୍ଷ ଧରି ଖାଲି ପଡ଼ିଥିବା ପ୍ରାଣୀ ଚିକିତ୍ସାଧିକାରୀ ପଦ ପୂରଣ ହୋଇଛି । ଏହି ପଦରେ ଡା. ମିଲିନ ରାଉତ ନୂତନ ଭାବରେ ଯୋଗ ଦେଇ ଖାଲି ସ୍ଥାନ ପୂରଣ କରିଛନ୍ତି । ଡା. ରାଉତ ଭୁବନେଶ୍ୱର ପ୍ରାଣୀ ଚିକିତ୍ସା
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

ପାରଳାଖେମଣ୍ଡି : ଗଜପତି ଜିଲ୍ଲା ନୂଆଗଡ ବ୍ଲକ୍‌ ଅନ୍ତର୍ଗତ ଖଜୁରୀପଦାର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ମିଳିତ ଏହି ଜନ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଳାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି
Read More...

ବ୍ଲକ ସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ

ଘୁ ଉଦୟଗିରି: ସ୍ଥାନୀୟ ସମନ୍ୱିତ ସଭା ଗୃହରେ ଆଜି ବ୍ଲକ ସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ପଞ୍ଚାୟତ ସମିତି ଅଧକ୍ଷା ସୁଷମା ପ୍ରଧାନ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ବ୍ଲକ ଅଧିନରେ ଥିବା ୮ ଗୋଟି
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୃନ୍ଦାବତି ନିବାସ ଉଦ୍‌ଘାଟିତ, ହବିଷ୍ୟାଳୀଙ୍କୁ ଶାଲ ପ୍ରଦାନ କରିବାକୁ ଜିଲ୍ଲା ପ୍ରଶାସନକୁ…

ପୁରୀ : ରାଜ୍ୟ ସରକାରଙ୍କ ହବିଷ୍ୟାଳୀ ଯୋଜନା ଅନ୍ତର୍ଭୁକ୍ତ ପ୍ରମୁଖ ଆକର୍ଷଣ ପାଲଟିଥିବା ବୃନ୍ଦାବତି ନିବାସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିଡିଓ କନଫରେନି୍ସଂ ମାଧ୍ୟମରେ ଆଜି ସଂଧ୍ୟାରେ ଉଦଘାଟିତ ହୋଇଛି । ଜି +୭ ବିଶିଷ୍ଟ ବୃନ୍ଦାବତି ନିବାସରେ ୧୨୦୦ ହବିଷ୍ୟାଳୀଙ୍କ ରହିବା
Read More...

ୟୁପିରେ ବନ୍ୟା ବିତ୍ପାତ,ଗଲାଣି ୩୫ ଜୀବନ

ଲକ୍ଷେ୍ନø : ଉତ୍ତରପ୍ରଦେଶରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଉଦ୍‌ବେଗନକ ହୋଇପଡ଼ିଛି । ବନ୍ୟାରେ ପ୍ରାୟ ଏଯାବତ ୩୫ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ରାଜଧାନୀ ଲକ୍ଷେ୍ନø ସମେତ ୪୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ କରାଯାଇଛି । ବିଭିନ୍ନ ଜିଲ୍ଲାରେ ସ୍କୁଲ ବନ୍ଦ ରଖିବାକୁ
Read More...

ସହରୀ ନକ୍ସଲଙ୍କ ପଛରେ ଅଛି ବିଦେଶୀ ଶକ୍ତି : ମୋଦୀ

ନୂଆଦିଲ୍ଲୀ : ସହରୀ ନକ୍ସଲମାନେ ବର୍ତ୍ତମାନ ଯୁବପିଢିମାନଙ୍କୁ ଏକ ନୂଆ ରୂପରେ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି । ଅନେକ ରାଜ୍ୟରେ ନକ୍ସଲମାନେ ଯୁବପିଢିମାନଙ୍କୁ ଅସ୍ତ୍ରଶସ୍ତ୍ର ହସ୍ତାନ୍ତର କରି ସେମାନଙ୍କ ଭବିଷ୍ୟତକୁ ନଷ୍ଟ କରିଦେଇଛନ୍ତି । ସହରୀ ନକ୍ସଲମାନଙ୍କ ପଛରେ ବିଦେଶୀ ଶକ୍ତି
Read More...

ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ଆଜି ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି । ଏହି ଅବସରରେ ୩ ଅର୍ଥନୀତିଜ୍ଞଙ୍କୁ ମିଳିତ ଭାବେ ଏହି ନୋବେଲ ପୁରସ୍କାର ମିଳିଛି । ସେମାନେ ହେଲେ ବେନ୍‌ ବେର୍ଣ୍ଣାଙ୍କ, ଡଗଲାସ୍‌ ଡାଇମଣ୍ଡ ଓ ଫିଲିପ୍‌ ଡିଭିଗ୍‌ । ବ୍ୟାଙ୍କ ଓ ଆର୍ଥିକ ସଂକଟ ବିଷୟରେ ଗବେଷଣା ପାଇଁ ଏହି
Read More...