ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶୱନ୍ତ ସିଂହ
କଟକ: ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶୱନ୍ତ ସିଂହ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଯଶୱନ୍ତ ସିଂହଙ୍କୁ ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ । ସେହିପରି ଜଷ୍ଟିସ ପି. ବି. ବରାଲେ ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ । ଜମ୍ମୁ ଏବଂ କାଶ୍ମୀର ହାଇକୋର୍ଟର!-->…
Read More...
Read More...