ଯୁକ୍ତଦୁଇ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ନେଇ ପରିଚୟ ପର୍ବ ଅନୁଷ୍ଠିତ
ସୁବର୍ଣ୍ଣପୁର: ଜିଲ୍ଲାର ଉଲୁଣ୍ଡା ବ୍ଲକର ଯୁକ୍ତଦୁଇ ଧର୍ମଶାଳା ମହାବିଦ୍ୟାଳୟ,ଧର୍ମଶାଳାର ସଭାକକ୍ଷରେ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ପରିଚୟ ପର୍ବ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋପାଳ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଅନୁଷ୍ଠାନର ବରିଷ୍ଠ!-->…
Read More...
Read More...