ବାଉଁଶ ହସ୍ତଶିଳ୍ପର ପୁଞ୍ଜସ୍ତରୀୟ କର୍ମଶାଳା
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଥିତ ନିୟନ୍ତ୍ରିତ ବଜାର କମିଟି ପରିସରରେ ଓଡିଶା ବାଉଁଶ ଉନ୍ନୟନ ସଂସ୍ଥାର ଆର୍ଥିକ ସହଯୋଗରେ ଆଜି ଏକ ବାଉଁଶ ହସ୍ତଶିଳ୍ପର ପୁଞ୍ଜସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସହକାରୀ ନିର୍ଦ୍ଦେଶକ (ହସ୍ତଶିଳ୍ପ!-->…
Read More...
Read More...