ପୂର୍ବତନ ଥାନା ଆଇଆଇସିଙ୍କୁ ୩ ବର୍ଷ ଜେଲ
ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫୁଲବାଣୀର ସ୍ୱତନ୍ତ୍ର ଭିଜିଲାନ୍ସ ଜଜ ସନ୍ତୋଷ କୁମାର ଜେନା ଏକ ଲାଞ୍ଚ ମାମଲାର ବିଚାର କରି ପୂର୍ବତନ ଚକାପାଦ ଥାନା ଅଧିକାରୀ ହରିବନ୍ଧୁ ପରିଡ଼ାଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି । ଜୋରିମାନା ଅନାଦେୟ ଅଧିକା ୪ ମାସ!-->…
Read More...
Read More...