ବାଲିଗୁଡ଼ା ଏନ୍ଏସିରେ ସ୍ୱାୟତ୍ତ ଶାସନ ଦିବସ ପାଳିତ
ବାଲିଗୁଡା,୩୧/୮- ଆଜି ସ୍ୱାୟତ୍ତ ଶାସନ ଦିବସ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ପକ୍ଷରୁ ଧୁମଧାମରେ ପାଳନ କରାଯାଇଛି ସ୍ୱାୟତ୍ତ ଶାସନ ଦିବସ । ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ,ଏସଡିପିଓ!-->…
Read More...
Read More...