ମହୁଲ ଫୁଲ ବୋଝେଇ ପିକଅପ ଜବତ, ୨ ଗିରଫ
ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକ ବାଘମୁଣ୍ଡ ପଞ୍ଚାୟତ ନାଗେନମାଲ ଗାଁରେ ବେଆଇନ ଭାବେ ମହୁଲ ଚାଲାଣ ବେଳେ ଅବକାରୀ ବିଭାଗ ଚଢ଼ାଉ କରି ମହୁଲ ବୋଝଇ ବୋଲେରୋ ପିକଅପ ସହ ଦୁଇ ଅଭିଯୁକ୍ତକୁ ଶୁକ୍ରବାର ଗିରଫ କରିଥିବା ଜଣାଯାଇଛି । ସୂଚନା ଅନୁସାରେ ବେଆଇନ ମହୁଲ ଫୁଲ ଚାଲାଣ ହେଉଥିବା ଅବକାରୀ ବିଭାଗ!-->…
Read More...
Read More...