ସଂକୁଲୋଇ ମାହେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ସାପ୍ତାହିକ ଶୁକ୍ରବାର ହାଟ ଶୁଭ ଉଦଘାଟିତ
ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ସଂକୁଲୋଇ ପଞ୍ଚାୟତରେ ଆଜି ଶୁକ୍ରବାର ସାପ୍ତାହିକ ହାଟ ଉଦଘାଟିତ ହୋଇଯାଇଛି । ଏହି ଅଂଚଳର ଆଖ ପାଖ ପଂଚାୟତ ଗୁଡିକରେ ଶୁକ୍ରବାର ହାଟ ନଥିବା ଫଳରେ କୃଷିର ବିକାଶକୁ ଆଖି ଆଗରେ ରଖି ଓ ଛୋଟ ବଡ଼ ବ୍ୟବସାୟୀ ସାମଗ୍ରୀ ବିକ୍ରୟ କରିବା ସହିତ!-->…
Read More...
Read More...