ଭତ୍ତା ଓ ହ୍ୱିଲଚେୟାର ପାଇବାରୁ ବଞ୍ଚିତ ବିକଳାଙ୍ଗ ଶିଶୁ : ଖବର ପ୍ରକାଶ ପରେବି ଶୁଣୁନାହାନ୍ତି ବ୍ଲକ ପ୍ରଶାସନ
ଖପ୍ରାଖୋଲ : ଅସହାୟ ତଥା ଦିବ୍ୟାଙ୍ଗଙ୍କ ପାଇଁ ସରକାର ବହୁ ଯୋଜନା ଆଣିଛନ୍ତି । ହେଲେ ସରକାରଙ୍କ ସବୁ ଯୋଜନାରୁ ବଞ୍ଚିତ ଅଛନ୍ତି ଖପ୍ରାଖୋଲ ବ୍ଲକ ଖପ୍ରାଖୋଲ ପଞ୍ଚାୟତ ଅନ୍ତର୍ଗତ କୁର୍ଲୁମାଲ ଗାଁର ବିକଳାଙ୍ଗ ଶିଶୁ ସରସ୍ୱତୀ ବରିହା( ୪ ବର୍ଷ ) । ୧୦ ଥରରୁ ଉର୍ଦ୍ଧ୍ୱ ହେବ ପଞ୍ଚାୟତ ଠାରୁ!-->…
Read More...
Read More...