ବୌଦ୍ଧର ଅଧିଷ୍ଠାତ୍ରୀ ଦେବୀ ମା’ ଭୈରବୀଙ୍କ ଠାରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ
ବୌଦ୍ଧ,୨୧/୮- ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ପରମ୍ପରା ଅନୁସାରେ ବୌଦ୍ଧର ଅଧିଷ୍ଠାତ୍ରୀ ଦେବୀ ମା’ ଭୈରବୀଙ୍କ ନବାନ୍ନ ଲଗ୍ନ ଆଜି ଧାର୍ଯ୍ୟ କରାଯାଇଛି । ସେପ୍ଟେମ୍ବର ମାସ ୧ ତାରିଖ ଗୁରୁବାର ଦିନ ଭାଦ୍ରବ ଶୁକ୍ଳ ପକ୍ଷ ପଂଚମୀ ସକାଳ ୧୦ ଟା ୫୪ ମିନିଟରୁ ୧୧ଟା ୧୦ ମିନିଟ ମଧ୍ୟେ!-->…
Read More...
Read More...