ଜିଲ୍ଲା ପ୍ରେସ କ୍ଳବ ଫୁଲବାଣୀ ପକ୍ଷରୁ ଜାତୀୟ ସଂହତି ଓ ଏକତା ଆଜିର ଆହ୍ୱାନ ଉପରେ ଆଲୋଚନା ଚକ୍ର
ଫୁଲବାଣୀ:ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ସରକାରଙ୍କ ତରଫରୁ ଆଜାଦୀକା ଅମୃତ ମହୋତ୍ସବ ସାରା ଦେଶରେ ଧୁମ୍ ଧାମରେ ପାଳନ କରାଯାଉଛି । ଏହି ଅବସରରେ କନ୍ଧମାଳ ଜିଲ୍ଲାର ସ୍ଥାନୀୟ ଜିଲ୍ଲା ପ୍ରେସ କ୍ଳବ ଫୁଲବାଣୀ ପକ୍ଷରୁ ବରିଷ୍ଠ ସାମ୍ବାଦିକ ସୁନୀଲ କୁମାର ପଟ୍ଟନାୟକଙ୍କ!-->…
Read More...
Read More...