ଓଡ଼ିଶା ହାଇକୋର୍ଟରେ ଆଉ ୨ ନୂଆ ବିଚାରପତି ନିଯୁକ୍ତ
କଟକ,୧୨/୦୮: ଓଡ଼ିଶା ହାଇକୋର୍ଟରେ ଆଉ ଦୁଇ ନୂଆ ବିଚରପତିଙ୍କୁ ଆଜି ନିଯୁକ୍ତ କରାଯାଇଛି । ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଜଷ୍ଟିସ୍ ଗୌରୀ ଶଙ୍କର ଶତପଥୀ ଏବଂ ଜଷ୍ଟିସ୍ ଚିତ୍ତ ରଞ୍ଜନ ଦାସଙ୍କୁ ନିଯୁକ୍ତ କରାଯାଇଥିବା ଆଇନ୍ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାଯାଇଛି ।!-->…
Read More...
Read More...