ଏକକ ବିଦ୍ୟାଳୟ ଶୌର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦଯାପିତ
ନବରଙ୍ଗପୁର:- ସ୍ଥାନୀୟ ଆଁଉଳୀସ୍ଥିତ ଗୋଶାଳା ପରିସର ମଧ୍ୟରେ ଏକକ ଅଭିଯାନର ଉଦଯାପନ ଉତ୍ସବ ସମାପ୍ତ ହୋଇଛି । ଅନ୍ତିମ ସତ୍ରରେ ବିଶ୍ୱ ହିନ୍ଦୁ ପରିଷଦର ପ୍ରାନ୍ତ ପ୍ରଶାସନିକ ପ୍ରମୁଖ ସର୍ବେଶ୍ୱର ତ୍ରିପାଠୀ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଶେଷ ଅଭିଭାଷଣ ପ୍ରଦାନ କରିଥିଲେ । ମୁଖ୍ୟ ବକ୍ତା!-->…
Read More...
Read More...