ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ, ମହିଳା ପର୍ଯ୍ୟଟକଙ୍କ ମୃତ୍ୟୁ
ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ଗଭୀର ସମୁଦ୍ରରେ ଭାସି ମୃତ୍ୟୁ ବରଣ କଲେ ପର୍ଯ୍ୟଟକ । ମୃତ ପର୍ଯ୍ୟଟକ ଜଣକ ହେଉଛନ୍ତି ଛତିଶଗଡ ରାୟଗଡ଼ ଅଞ୍ଚଳର ମିନାକ୍ଷୀ ନାୟକ । ସମୁଦ୍ର କୂଳ ସେକ୍ଟର ୧ନଂ ରେ ମିନାକ୍ଷୀ ତାଙ୍କର ସାଙ୍ଗଙ୍କ ସହ ସମୁଦ୍ରରେ ସ୍ନାନ କରୁଥିବା ବେଳେ ଗଭୀର ସମୁଦ୍ର!-->…
Read More...
Read More...