Yearly Archives

2022

ବର୍ଷା ଜନିତ ପାଣି ଘେରକୁ ନ ଯିବା ପାଇଁ ଜିଲ୍ଲାପାଳଙ୍କ ସତର୍କ ସୂଚନା

ନବରଙ୍ଗପୁର: ଜିଲ୍ଲାପାଳ ଡ଼ଃ. କମଳ ଲୋଚନ ମିଶ୍ର ଲଘୁଚାପ ଜନିତ ବର୍ଷା ପ୍ରଭାବରେ କ୍ଷୟକ୍ଷତିରୁ ରକ୍ଷା ପାଇବା ପାଇଁ ସତର୍କ ସୂଚନା ଦେଇଛନ୍ତି । ଜିଲ୍ଲାପାଳ ଡ଼ଃ. ମିଶ୍ର କହିଛନ୍ତି, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘଚାପଜନିତ ବର୍ଷା ଯୋଗୁଁ ଆସନ୍ତା ଅଗଷ୍ଟ ୧୦ ତାରିଖ
Read More...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଖୁବଶୀଘ୍ର ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର

ପୁରୀ : ସେବାୟତ ପିଲାଙ୍କ ପାଇଁ ଆଦର୍ଶ ଗୁରୁକୁଳ ନେଇ ଏମ୍‌ଓୟୁ ଓ ସୋସାଇଟି ଗଠନକୁ ଅନୁମତି ମିଳିଛି । ସେବାୟତ ଆବାସ ଯୋଜନା ମଧ୍ୟ ଖୁବଶୀଘ୍ର ଆରମ୍ଭ ହେବ । ପୂର୍ବ ଲ୍ୟାଣ୍ଡ ସବ କମିଟି ବୈଠକର ନିଷ୍ପତିକୁ ମୋହର ମରାଯାଇଛି । ଗୁଣ୍ଡିଚା ମନ୍ଦିର ଭକ୍ତଙ୍କ ପାଇଁ ଖୁବଶୀଘ୍ର ଖୋଲା ହେବ । ଆଜି
Read More...

ବିଭିନ୍ନ ରୋଗରେ ପୀଡିତ ବ୍ୟକ୍ତିଙ୍କୁ ସାହାଯ୍ୟର ହାତ ବଢାଇଲା ଅଂଶୁମାନ ମେମୋରିଆଲ ଟ୍ରଷ୍ଟ

ଚଣ୍ଡିଖୋଲ:ଦୃଷ୍ଟିହୀନ, ଟିଭି ଓ କ୍ୟାନ୍ସର ଭଳି ଦୁରାତ୍ମ ରୋଗରେ ପଡ଼ିଥିବା ରୋଗୀଙ୍କୁ ସାହାର୍ଯ୍ୟର ହାତ ବଢ଼ାଇଛି ଅଂଶୁମାନ ମେମୋରିଆଲ ଟ୍ରଷ୍ଟ । ବଡ଼ଚଣା ବ୍ଳକର ଶାନ୍ତିପୁର ପଞ୍ଚାୟତ ବେଣାପୁର ଗ୍ରାମର ଭରତ ଚନ୍ଦ୍ର ସ୍ୱାଇଁ କ୍ୟାନ୍ସର ରୋଗରେ ପଡ଼ି ନିଜର ଆର୍ଥିକ ଓ ମାନସିକ ସ୍ଥିତି ହରାଇ
Read More...

ଗୃହରକ୍ଷୀମାନଙ୍କ ଭତ୍ତା ବଢ଼ିଲା

ଭୁବନେଶ୍ବର: ରାଜ୍ୟ ସରକାର ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ
Read More...

ଶିକ୍ଷକ ସମାଜ ସାମାଜିକ ପରିବର୍ତ୍ତନ ପାଇଁ ସୁଯୋଗ୍ୟ ଛାତ୍ର ସୃଷ୍ଟିକରନ୍ତୁ : ଜିଲ୍ଲାପାଳ

ନବରଙ୍ଗପୁର : ଜିଲ୍ଲାରେ ବାଲ୍ୟବିବାହକୁ ରୋକିବା ନିମନ୍ତେ ଆଉ ପାଦେ ଆଗକୁ ଗଲା ଜିଲ୍ଲା ପ୍ରଶାସନ । ଅଧାରୁ ପାଠ ଛାଡିଥିବା ସମସ୍ତ କିଶୋର କିଶୋରୀମାନଙ୍କୁ ବିଦ୍ୟାଳୟକୁ ଫେରାଇବା ସହିତ ବିଭିନ୍ନ ପ୍ରକାର ଧନ୍ଦାମୂଳକ ଶିକ୍ଷାରେ ସେମାନଙ୍କୁ ସାମିଲ କରିବାର ଅଭିଯାନ ଆରମ୍ଭ କରାଯାଇଛି । ଏହି
Read More...

ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ସହର କବିଚନ୍ଦ୍ର ସାହି ସ୍ଥିତ କବିଚନ୍ଦ୍ର ପାଠାଗାର ପରିସରରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି । ବିଶାଖପାଟଣାର ବିଶିଷ୍ଟ ଅସ୍ଥିସଲ୍ୟ ବିଶେଷଜ୍ଞ ଡ଼ାକ୍ତର ରବିଚନ୍ଦ୍ର ଭାଟିପାଲ୍ଲିଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ
Read More...

ଲଘୁଚାପ ବର୍ଷାରେ ପୁରୀ ବେହାଲ

ପୁରୀ : ଲଘୁଚାପ ଯୋଗୁଁ ପୁରୀ ସହରରେ ଲଗାଣ ବର୍ଷା ଲାଗି ରହିଛି । ପ୍ରବଳ ବର୍ଷା ଯୋଗୁ ନାହିଁ ନ ଥିବା ଅବସ୍ଥା ସୃଷ୍ଟି ହୋଇଛି । ରାସ୍ତା ଉପରେ ଆଣ୍ଟେ ଉଚ୍ଚର ପାଣି ଚାଲିଚି । ଜୀବନ ଯାତ୍ରା ସମ୍ପୂର୍ଣ୍ଣ ଠପ ହୋଇ ଯାଇଛି । ପୁରୀର ତଳିଆ ଅଞ୍ଚଳ ବଳିଆ ପଣ୍ଡା ବସ୍ତି, ସୁଜାତା ନଗର, ପେଣ୍ଠ
Read More...

ଜିଲ୍ଲା ସ୍ତରୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପରାମର୍ଶଦାତା କମିଟି ବୈଠକ

ଫୁଲବାଣୀ : କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପରାମର୍ଶଦାତା କମିଟି ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେି ଅନୁଷ୍ଠିତ ହୋଇଯାଇଛି । ପ୍ରଶିକ୍ଷାର୍ଥୀଙ୍କ ସଂଖ୍ୟା ବୃଦ୍ଧି କରିବାକୁ ପଞ୍ଚାୟତିରାଜ ଓ ପାନୀୟ ଜଳ
Read More...

ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଲଘୁଚାପ ସୃଷ୍ଟି ହେବା ଫଳରେ ଆଜିଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୧୧ ତାରିଖ ଯାଏ ଏଭଳି ସ୍ଥିତି ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଟୁଇଟର ଜରିଆରେ
Read More...

ବିଜେଡିର ୨୫ ତମ ପୂର୍ତ୍ତି ଉପଲକ୍ଷେ ବୃକ୍ଷ ରୋପଣ ଏବଂ ଛାତ୍ର ଛାତ୍ରୀଙ୍କୁ ପୁସ୍ତକ ବଣ୍ଟନ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣି ବ୍ଳକ ଅନ୍ତର୍ଗତ ଅଗରଖଣ୍ଡି ଗ୍ରାମଠାରେ ପୂର୍ବାହ୍ନ ୧୧ ଘଣ୍ଟିକା ସମୟରେ ଡିସେମ୍ବର ୨୬, ୨୦୨୨ରେ ବିଜେଡ଼ିର ୨୫ ତମ ପୂର୍ତ୍ତି ଉପଲକ୍ଷେ ଅଗରଖଣ୍ଡି ପ୍ରାଥମିକ ବିଦ୍ୟାଳୟଠାରେ ଛାତ୍ରଛାତ୍ରୀମାନଙ୍କୁ ପୁସ୍ତକ ଖାତା, କଲମ ପେନସିଲ ପ୍ରଦାନ କରାଯାଇଛି ।
Read More...