Yearly Archives

2022

୦ ରୁ ୫ ବର୍ଷ ଶିଶୁଙ୍କ ଆଧାର କାର୍ଡ ଶିବିର ଅନୁଷ୍ଠିତ

ଖପ୍ରାଖୋଲ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଖପ୍ରାଖୋଲ ପଞ୍ଚାୟତ ଠାରେ ଶିଶୁଙ୍କ ଆଧାର କାର୍ଡ ଶିବିର ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି । ୦ରୁ ୫ ବର୍ଷର ଶିଶୁ ମାନଙ୍କର ଆଧାର କାର୍ଡ କରାଯାଉଥିଲା । ଏଥିରେ ଖପ୍ରାଖୋଲ, ଘୁନସର ଓ ଓଡ଼ିଆପାଲି ପଞ୍ଚାୟତ ସମସ୍ତ ଗାଁର
Read More...

ବନ୍ଧ ଛକ ଓ ନୂଆହାଟଠାରେ ପରିଶ୍ରାଗାର ସହ ଶୌଚାଳୟ ଉଦଘାଟନ କଲେ ଏନଏସି ଅଧ୍ୟକ୍ଷା

ଘୁ. ଉଦୟଗିରି: ରାଜ୍ୟ ସରକାରଙ୍କ ମୁକ୍ତା ଯୋଜନା ଦ୍ୱାରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସାରା ରାଜ୍ୟରେ ହେଉଥିବା ଦେଖିବାକୁ ମିଳୁଛି । ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଚକରା ବିଷୋୟୀ ଛକ ବା ବନ୍ଧଛକ ଠାରେ ଏକ ପରିଶ୍ରଗାର ନିର୍ମାଣ ପାଇଁ ବହୁ ବର୍ଷରୁ ଜନ ସାଧାରଣଙ୍କ ଦାବି
Read More...

ରାଜ୍ୟଗୋଷ୍ଠୀ କ୍ରୀଡା; ଫାଇନାଲ୍‌ରେ ଭାରତୀୟ ମହିଳା କ୍ରିକେଟ୍ ଦଳ

ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଫାଇନାଲ୍‌ରେ ଭାରତୀୟ ମହିଳା କ୍ରିକେଟ୍ ଦଳ। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଦମଦାର ପ୍ରଦର୍ଶନ ବଳରେ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡାର ସେମି ଫାଇନାଲ୍‌ରେ ଇଂଲଣ୍ଡକୁ ୪ ରନରେ ହରାଇଛି। ଏହି ବିଜୟ ସହ ପ୍ରଥମ ଥର
Read More...

ଉପ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଧନଖଡଙ୍କ ବିପୁଳ ବିଜୟ, ୨୦୦ ଭୋଟ୍‌ ବି ପାଇଲେନି ଆଲଭା

ନୂଆଦିଲ୍ଲୀ: ଉପ ରାଷ୍ଟ୍ରପତି ନିର୍ବାଚନରେ ବିଜେପି ନେତୃତ୍ଵାଧୀନ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ ବିଜୟ ହାସଲ କରିଛନ୍ତି। ସେ ଦେଶର ଉପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗରେଟ୍ ଆଲଭାଙ୍କୁ ହରାଇଛନ୍ତି। ଧନଖଡ ଏବେ ଭେଙ୍କେୟା ନାଇଡୁଙ୍କୁ ସ୍ଥାନ ନେବେ।
Read More...

ରାଜ୍ୟଗୋଷ୍ଠୀ : ଆଉ ଗୋଟିଏ ପଦକ ପକ୍କା କଲେ ଭାବିନା

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ପାଇଁ ଆଉ ଗୋଟିଏ ପଦକ ପକ୍କା କରିଛନ୍ତି ପାରା ଆଥଲେଟ ଭାବିନା ପଟେଲ । ସେ ଟେବୁଲ ଟେନିସର ମହିଳା ଏକକ ବର୍ଗର ଫାଇନାଲରେ ପ୍ରବେଶ କରିଛନ୍ତି । ଭାରତର ଏହି ଷ୍ଟାର ଟିଟି ଖେଳାଳି ପାରା ଅଲିମ୍ପିକ୍ସରେ ମଧ୍ୟ ଭାରତ ପାଇଁ ପଦକ ଜିତିଥିଲେ । ଏବେ ସେ
Read More...

ଦିନ ଦ୍ୱିପ୍ରହରରେ ସୁନା ଦୋକାନରୁ ଲୁଟ୍‌

ପାଟଣାଗଡ : ପାଟଣାଗଡ ସହର ମଝିରେ ଦିନ ଦ୍ୱିପ୍ରହରରେ ତଥା ଥାନାଠାରୁ ମାତ୍ର ୨୦୦ ମିଟର ଦୂରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଡକାୟତ କରି ଲୁଟି ନେଲେ ଦେଢ କେଜି ସୁନା ଏବଂ ୬୦ ହଜାର ଟଙ୍କା । ଆଜି ଅପରାହ୍ନ ୪ଟା ସମୟରେ ୬ ଜଣ ଡକାୟତ ଅମୃତ କଳସ ସୁନା ଦୋକାନରେ ସୁନା ଓ ଟଙ୍କା ଲୁଟି ନେଇ
Read More...

ରାଜ୍ୟଗୋଷ୍ଠୀ କୁସ୍ତି : ବିଜୟରୁ ଅଭିଯାନ ଆରମ୍ଭ କଲେ ବଜରଙ୍ଗ ଓ ପୁନିଆ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡାରେ ଆଜିଠାରୁ ଆରମ୍ଭ ହୋଇଛି କୁସ୍ତି ପ୍ରତିଯୋଗିତା । ଭାରତର ଦୁଇ ଷ୍ଟାର ରେସଲର ବଜରଙ୍ଗ ପୁନିଆ ଓ ଦୀପକ ପୁନିଆ ନିଜ ନିଜର ପ୍ରଥମ ମ୍ୟାଚ୍‌ ଜିତି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ୬୫ କେଜି ଫ୍ରିଷ୍ଟାଇଲ ବର୍ଗରେ ବଜରଙ୍ଗ ପୁନିଆ ୧ ମିନିଟ ୪୭
Read More...

ଏବେ ଖବରକାଗଜ ଦାୟିତ୍ୱ ତୁଲାଇବେ ଉଦ୍ଧବ

ମୁମ୍ବାଇ: ଜମି ଦୁର୍ନୀତି ମାମଲାରେ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) । ତାଙ୍କୁ ପ୍ରଥମେ ଅଗଷ୍ଟ ୪ପର୍ଯ୍ୟନ୍ତ ଇଡିର ହେପାଜତକୁ ପଠାଯାଇଥିବା ବେଳେ ପୁଣି ତାଙ୍କର ହେପାଜତର ଅବଧି ଅଗଷ୍ଟ ୮ପର୍ଯ୍ୟନ୍ତ ବଢାଇ ଦିଆଯାଇଛି । ଆଉ ଶିବସେନାର
Read More...

ନିଃସ୍ୱାର୍ଥପର ଭାବେ ସେବା ଯୋଗାଇ ଆସୁଛି ଟିମ ହ୍ୟୁମାନିଟି କନ୍ଧମାଳ

ଫୁଲବାଣୀ:-ଆଜି ଟିମ୍‌ ହ୍ୟୁମାନିଟି କନ୍ଧମାଳର ସଦସ୍ୟଙ୍କ ଆଉ ଏକ ମହାନ୍‌ କାର୍ଯ୍ୟ ଦେଖିବାକୁ ମିଳିଛି । କନ୍ଧମାଳ ଜିଲ୍ଲାର ଟିକାବାଲି ବ୍ଲକ ଅନ୍ତର୍ଗତ ଗୁଟିଙ୍ଗିଆ ଗ୍ରାମର ୬୨ ବର୍ଷୀୟ ନାର୍ଷୁ ପାତ୍ର ନାମକ ଜଣେ ମହିଳାଙ୍କ ଅସୁସ୍ଥତା କାରଣରୁ ମୃତ୍ୟୁ ହୋଇଥିଲା । କିନ୍ତୁ ଶବ ସତ୍କାର ପାଇଁ
Read More...

ମୋଦିଙ୍କୁ ଭେଟିଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ: ବିଜେପି ଓ ଟିଏମସି ମଧ୍ୟରେ ତିକ୍ତତା ଜାରି ରହିଥିବା ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ନୂଆଦିଲ୍ଲୀରେ ଥିବା ମୋଦିଙ୍କ ବାସଭବନରେ ପହଞ୍ଚି ମମତା ତାଙ୍କ ସହ ଆଲୋଚନା କରିଛନ୍ତି । ବର୍ତ୍ତମାନ ୪ ଦିନିଆ
Read More...