ପାଟିମାଲ ଗାଁରେ ଅଭାବନୀୟ ଘଟଣା ;
ବିଷ ପିଇ ଗୋଟିଏ ପରିବାରର ଦୁଇଜଣ ମୃତ୍ୟୁ, ଜଣେ ଗୁରୁତର
ପାଟଣାଗଡ଼ : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ଧଣ୍ଡାମୁଣ୍ଡା ପଞ୍ଚାୟତ ପାଟିମାଲ ଗାଁରେ ମଙ୍ଗଳବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ବିଷ ପାନ କରି ଗୋଟିଏ ପରିବାରର ମାଆ ଝିଅର ମୃତ୍ୟୁ ହୋଇଥିବା ବେଳେ ଗୋଟିଏ ଶିଶୁ ଗୁରୁତର ହୋଇ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାଯାଇଛି ।!-->…
Read More...
Read More...