Yearly Archives

2022

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼

ପୁରୀ : ପୁରୀ ଜିଲ୍ଲାର କଣାସରେ ବୋମା ମାଡ଼ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କଣାସ ଗଡ଼ଖାରଦ ଗ୍ରାମରେ ବୋମା ମାଡ଼ । ରଘୁ ମାନ ସିଂହଙ୍କ ଘରେ ବୋମା ମାଡ଼ କଲେ ଦୁର୍ବୃତ୍ତ । ୭/୮ ଜଣ ଦୁର୍ବୃତ୍ତ ଆସି କଲେ ବୋମା ମାଡ଼ । ଘର ଗ୍ରୀଲ ଦେଇ କରାଯାଇଛି ବୋମା ମାଡ଼ । ଘଟଣା ସ୍ଥଳରେ ପହଞ୍ଚି
Read More...

୨ ଟ୍ରକ୍ ମୁହାଁମୁହିଁ ଧକ୍କା,୨ ମୃତ

ନୂଆପଡ଼ା: ୩୫୩ ନମ୍ବର ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ ଗତ ରାତି ପ୍ରାୟ ୨ଟା ବେଳେ ନୂଆପଡ଼ା ଜିଲ୍ଲା କୋମନା ଥାନାର ତରବୋଡ଼ ଗାଁ ନିକଟରେ ୨ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲେ। ଏହାଫଳରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ
Read More...

ଶ୍ରୀ ସତ୍ୟସାଇ ସେବା ସଂଗଠନର ଅଖିଳ ଭାରତୀୟ ସଭାପତିଙ୍କ କନ୍ଧମାଳ ଜିଲ୍ଲା ଗସ୍ତ

ଫୁଲବାଣୀ : ସତ୍ୟସାଇ ସେବା ସଂଗଠନର ଅଖିଳ ଭାରତୀୟ ସଭାପତି ନିମିଶ ପାଣ୍ଡିଆ କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ସେବା ସମିତିରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ଅବସରରେ ତାଙ୍କ ସହିତ ସଂଗଠନର ଜାତୀୟ ଆଧ୍ୟାତ୍ମିକ ସଂଯୋଜକ ମୁରଲୀ ଯଜୁ, ଜାତୀୟ ଆଦିବାସୀ ଉନ୍ନୟନ ନିର୍ବାହକ ଡିଏସ
Read More...

କନ୍ଧମାଳର ବିକାଶ ନେଇ ସାଂସଦ ଓ ବିଧାୟକଙ୍କ ଆଲୋଚନା

ଫୁଲବାଣୀ:-କନ୍ଧମାଳ ଜିଲ୍ଲାର ବିକାଶ ନେଇ କନ୍ଧମାଳର ୩ ବିଧାୟକ ସାଲୁଗା ପ୍ରଧାନ, ଅଙ୍ଗଦ କହଁର ଓ ଚକ୍ରମଣି କହଁର ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ଭେଟିଥିଲେ । କନ୍ଧମାଳର ସାମୂହିକ ଉନ୍ନୟନ ଓ ସ୍ୱାସ୍ଥ୍ୟର ବିକାଶ ନେଇ ବିଧାୟକମାନେ ସାଂସଦଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ । ଜିଲ୍ଲାର ବିଭିନ୍ନ
Read More...

ପ୍ରେସ କ୍ଲବ୍‌ ଓ ବନ ବିଭାଗ ପକ୍ଷରୁ ମିଳିତ ଭାବରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଘୁ.ଉଦୟଗିରି: ଘୁ ଉଦୟଗିରି ବ୍ଲକ ଅଧିନରେ ଥିବା ଶିର୍କୀ ଘାଇ ନିକଟ ପାହାଡ଼ରେ ସ୍ଥାନୀୟ ପ୍ରେସ କ୍ଲବ୍‌ ଓ ବନ ବିଭାଗ ପକ୍ଷରୁ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସ୍ଥାନୀୟ ତହସିଲଦାର ଶୁଭ୍ରାଞ୍ଜଳି ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସ୍ଥାନୀୟ ବନ
Read More...

ଧଣ୍ଡାମୁଣ୍ଡା ସରସ୍ୱତୀ ଶିଶୁ ମନ୍ଦିରରେ ରଙ୍ଗୋଲୀ ପ୍ରତିଯୋଗିତା

ଖପ୍ରାଖୋଲ : ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ସରସ୍ୱତୀ ଶିଶୁ ମନ୍ଦିରରେ ରଙ୍ଗୋଲୀ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛାତ୍ରୀଛାତ୍ରମାନେ ବିଭିନ୍ନ ରଙ୍ଗୋଲୀ ଝୋଟି ଆଙ୍କିଥିବା ବେଳେ ପ୍ରଥମରୁ ଚତୁର୍ଥ ଚିତ୍ରାଙ୍କନ ପ୍ରତିଯୋଗିତାରେ ଭାଗ ନେଇଥିଲେ ।
Read More...

ସୁସ୍ଥ ହେଲେ ଦେଶର ପ୍ରଥମ ମଙ୍କିପକ୍ସ ରୋଗୀ

ତିରୁଅନନ୍ତପୁରମ୍‌: କେରଳରେ ଚିହ୍ନଟ ହୋଇଥିବା ଦେଶର ପ୍ରଥମ ମଙ୍କିପକ୍ସ ରୋଗୀ ସୁସ୍ଥ ହୋଇଛନ୍ତି । ସେ ତିରୁଅନନ୍ତପୁରମର ସରକାରୀ ମେଡିକାଲ୍‌ କଲେଜ୍‌ରେ ଚିକିତ୍ସିତ ହେଉଥିଲେ । କେରଳର କୋଲାମ ଜିଲ୍ଲାର ୩୫ ବର୍ଷୀୟ ଏହି ବ୍ୟକ୍ତି ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଓ ସେ ଖୁବ୍‌ ଶୀଘ୍ର
Read More...

ଜିମ୍ବାୱେ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା, ଫେରିଲେ ଷ୍ଟାର ଅଲରାଉଣ୍ଡର

ନୂଆଦିଲ୍ଲୀ :ଜିମ୍ବାୱେ ଗସ୍ତରେ ହେବାକୁ ଥିବା ଦିନିକିଆ ସିରିଜ୍‌ ପାଇଁ ଭାରତ ୧୫ ଜଣିଆ ଦଳ ଘୋଷଣା କରିଛି । ଜିମ୍ବାୱେ ବିପକ୍ଷ ଦିନିକିଆ ସିରିଜରେ ଶିଖର ଧାୱନ ପୁଣି ଥରେ ଭାରତୀୟ ଦଳର ଅଧିନାୟକ ହେବେ । ଏହି ସିରିଜରୁ ନାମୀ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି । ସେମାନଙ୍କ ମଧ୍ୟରୁ ବିରାଟ
Read More...

ପ୍ରଧାନ ବିଚାରପତିଙ୍କ ଉଦବେଗ :
ଖୁବ ଅଳ୍ପ ଲୋକ କୋର୍ଟକୁ ଆସୁଛନ୍ତି

ନୂଆଦିଲ୍ଲୀ : ଆମ ଦେଶରେ ମୋଟ ଜନସଂଖ୍ୟାର ଖୁବ୍‌ କମ୍‌ ଲୋକ କୋର୍ଟକୁ ଆସନ୍ତି । ଏହାର କାରଣ ଏକାଧିକ । ସଚେତନତା ତଥା ଆବଶ୍ୟକ ଉପାୟ ଅଭାବରୁ ଅଧିକାଂଶ ଲୋକ କୋର୍ଟ ଆସି ନପାରି ନୀରବରେ ଯନ୍ତ୍ରଣା ଭୋଗୁଛନ୍ତି । ଆଜି ଅନୁଷ୍ଠିତ ସର୍ବଭାରତୀୟ ଜିଲ୍ଲା ଆଇନ ସେବା ପ୍ରାଧିକରଣର ପ୍ରଥମ ବୈଠକରେ
Read More...

ବିରୋଧୀ ଦଳ ନେତା ହେଲେ ଜୟ ନାରାୟଣ ମିଶ୍ର

ଭୁବନେଶ୍ବର: ଦୀର୍ଘଦିନ ପରେ ନୂଆ ବିରୋଧୀ ଦଳ ନେତା ବାଛିଛି ବିଜେପି । ବରିଷ୍ଠ ବିଜେପି ନେତା ଜୟ ନାରାୟଣ ମିଶ୍ରଙ୍କୁ ଦଳ ବିରୋଧୀ ଦଳ ନେତା କରିଛି । କରୋନା ପରେ ଗୁରୁତର ଅସୁସ୍ଥ ଥିବା ବିରୋଧୀ ଦଳ ନେତା ପ୍ରଦୀପ ନାଏକ ଏଯାବତ ବି ସୁସ୍ଥ ହୋଇନାହାନ୍ତି । ଫଳରେ ଗତ ଦେଢ଼ ବର୍ଷ ଧରି
Read More...