Yearly Archives

2022

ଅନଗ୍ରସର ଛାତ୍ରଛାତ୍ରୀମାନଙ୍କୁ ଟିଏଲ୍‌ଏମ୍‌ କିଟ୍‌ ବଣ୍ଟନ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ବୌଦ୍ଧିକ ଅନଗ୍ରସର ଛାତ୍ରଛାତ୍ରୀ ମାନଙ୍କୁ ସ୍ଥାନୀୟ ଏ.ଜେ.ଓ. ଉଚ୍ଚ ବିଦ୍ୟାଳୟରେ ଗତକାଲି ଠାରୁ ଟି.ଏଲ୍‌.ଏମ୍‌. କିଟ୍‌ ବଣ୍ଟନ ଆରମ୍ଭ ହୋଇଛି । ମୁଖ୍ୟ ଅତିଥିଭାବେ ଯୋଗଦେଇ କନ୍ଧମାଳ ଜିଲ୍ଲାପାଳ ପାଟିଲ୍‌ ଆଶିଷ ଇଶ୍ୱର ଏହି ବଣ୍ଟନ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ
Read More...

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନୂତନ କୀର୍ତ୍ତିମାନ,ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କିମ୍‍ସ ସୁପରସ୍ପେଶିଆଲିଟି ଓ କ୍ୟାନ୍‍ସର…

ଭୁବନେଶ୍ୱର, ୨୯ ।୭: ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନୂତନ କୀର୍ତ୍ତିମାନ ସ୍ଥାପନ ହୋଇଛି । କିମ୍‍ସ ସୁପର ସ୍ପେଶିଆଲିଟି ଓ କିମ୍‍ସ କ୍ୟାନ୍‍ସର ସେଣ୍ଟରକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‍ଘାଟନ କରିଛନ୍ତି । ଓଡ଼ିଶାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର
Read More...

ଶିକ୍ଷକ ନିଯୁକ୍ତି ଦୁର୍ନୀତି ପ୍ରସଙ୍ଗରେ ଧାଡ଼ିକିଆ ପ୍ରତିକ୍ରିୟା ରଖିଲେ ପାର୍ଥ

କୋଲକାତା : “କେଉଁଟା ସତ,କେଉଁଟା ମିଛ,ସବୁ ସମୟ କହିବ’’- ଏଭଳି ଧାଡ଼ିକିଆ ମନ୍ତବ୍ୟ ଦେଇଛନ୍ତି ପଶ୍ଚିମ ବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ । ଶିକ୍ଷକ ନିଯୁକ୍ତି ଦୁର୍ନୀତି ଘଟଣାରେ ଗିରଫ ହୋଇ ଏବେ ଇଡି ହେପାଜତରେ ଅଛନ୍ତି ପାର୍ଥ । ଗୁରୁବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
Read More...

ଶେଷରେ ରାଷ୍ଟ୍ରପତିଙ୍କୁ କ୍ଷମା ମାଗିଲେ କଂଗ୍ରେସ ସାଂସଦ ଅଧୀର

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନସୂଚକ ମନ୍ତବ୍ୟ ଦେଇ ବିବାଦରେ ଫସିଥିବା କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀ ଶେଷରେ କ୍ଷମା ମାଗିଛନ୍ତି । ସେ ରାଷ୍ଟ୍ରପତିଙ୍କ ନିକଟକୁ ଚିଠି ଲେଖି ଏଭଳି ମନ୍ତବ୍ୟ ପାଇଁ କ୍ଷମା ମାଗିଛନ୍ତି । ଚିଠିରେ ସେ ଉଲ୍ଲେଖ କରିଛନ୍ତି,‘ମୁଁ
Read More...

ଭୁବନେଶ୍ୱରରେ ଇ-ବସ ଓ ଇ-ରିକ୍ସା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର airport ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦ୍ବାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ
Read More...

ରାଜ୍ୟଗୋଷ୍ଠୀ କ୍ରୀଡା: ପାକ୍‌ ବକ୍ସରଙ୍କୁ ହରାଇଲେ ଶିବ ଥାପା

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡାର ପ୍ରଥମ ମ୍ୟାଚ୍‌ରେ ଚମକିଛନ୍ତି ଭାରତର ଷ୍ଟାର ବକ୍ସର ଶିବ ଥାପା । ସେ ୬୩.୫ କେଜି ବର୍ଗର ରାଉଣ୍ଡ ୩୨ ମୁକାବିଲାରେ ପାକିସ୍ତାନର ସୁଲେମାନ ବାଲୋଚଙ୍କୁ ଏକତରଫା ଭାବେ ପରାସ୍ତ କରିଛନ୍ତି । ସେ ଏହି ମ୍ୟାଚ୍‌ରେ ୫ ଜଣ ବିଚାରପତିଙ୍କ ସର୍ବସମ୍ମତିକ୍ରମେ
Read More...

ନବରଙ୍ଗପୁର ଜିଲ୍ଲା ସ୍ତରୀୟ ୭୬ ତମ ସ୍ୱାଧିନତା ଦିବସ ପାଳନ ପ୍ରସ୍ତୁତି ବୈଠକ

ନବରଙ୍ଗପୁର:ନବରଙ୍ଗପୁର ଜିଲ୍ଲାସ୍ତରୀୟ ୭୬ତମ ସ୍ୱାଧିନତା ଦିବସ ପାଳନ ନିମନ୍ତେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଡକ୍ଟର ମିଶ୍ର ସମସ୍ତଙ୍କୁ ସ୍ୱାଗତ ଜଣାଇ ଜାତୀୟ ଦିବସ ଉତ୍ସବ ପାଳନରେ
Read More...

ରାଜ୍ୟଗୋଷ୍ଠୀ କ୍ରୀଡା ମହିଳା କ୍ରିକେଟ : ପ୍ରଥମ ମ୍ୟାଚରେ ହାରିଲା ଭାରତ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡାରେ ଆଜି ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚରେ ବିଶ୍ୱ ବିଜେତା ଅଷ୍ଟ୍ରେଲିଆ ଠାରୁ ହାରିଛି ଭାରତୀୟ ମହିଳା ଦଳ । ଭାରତୀୟ ମହିଳା ମିଡିୟମ ପେସର ରେଣୁକା ସିଂହ ଏକାକୀ ୪ ୱିକେଟ ଦଖଲ କରି ଅଷ୍ଟ୍ରେଲିଆକୁ ଅଡୁଆରେ ପକାଇଥିଲେ ମଧ୍ୟ ଭାରତ ମ୍ୟାଚ୍‌ ଜିତିବାକୁ ସକ୍ଷମ
Read More...

ଦଶପଲ୍ଲାରେ ଉଜ୍ଜ୍ୱଳ ଭାରତ, ଉଜ୍ଜ୍ୱଳ ଭବିଷ୍ୟତ କାର୍ଯ୍ୟକ୍ରମ ଅନୁଷ୍ଠିତ

ଦଶପଲ୍ଲା : ଭାରତର ସ୍ୱାଧୀନତାର ୭୫ ତମ ବର୍ଷ ପାଳନ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମ "ଆଜାଦୀ କା ଅମୃତ ମହୋତ୍ସବ' ଅନ୍ତର୍ଗତ ବିଦ୍ୟୁତ ମହୋତ୍ସବ ବିଦ୍ୟୁତ ମନ୍ତ୍ରାଳୟ ଓ ରାଜ୍ୟ ସରକାରଙ୍କର ସହଯୋଗରେ ଆଜି ଅପରାହ୍ନ ୫ ଘଟିକା ସମୟେ, ଦଶପଲ୍ଲା ଏସ୍‌ ଆର୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ
Read More...

ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ଫୁଲବାଣୀ: ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀ ପରିସରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବିଜ୍ଞାନ ମେଳାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ରଥ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ
Read More...