Yearly Archives

2022

ଶେଷ ହେଲା ସୋନିଆ ଗାନ୍ଧିଙ୍କୁ ଇଡିର ଜେରା

ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ର ପଚରାଉଚରା ଶେଷ ହୋଇଛି । ନ୍ୟାସନାଲ ହେରାଲ୍ଡ ମାମଲାରେ ତୃତୀୟ ଦିନରେ କଂଗ୍ରେସ ମୁଖିଆଙ୍କୁ ପ୍ରାୟ ୩ ଘଣ୍ଟା ପ୍ରଶ୍ନ ପଚରାଯାଇଥିଲା । ପରବର୍ତ୍ତୀ ସମନ ପର୍ଯ୍ୟନ୍ତ ତାଙ୍କୁ କେନ୍ଦ୍ରୀୟ
Read More...

ସୋନିଆ ଗାନ୍ଧୀଙ୍କୁ ଇଡି ଜେରା ପ୍ରତିବାଦରେ ବୌଦ୍ଧ କଂଗ୍ରେସ ପକ୍ଷରୁ ସତ୍ୟାଗ୍ରହ

ବୌଦ୍ଧ : ଜାତୀୟ କଂଗ୍ରେସ କମିଟି ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ କେନ୍ଦ୍ର ମୋଦି ସରକାରର ଏକଛତ୍ରବାଦ ନୀତି ଏବଂ ଭାରତ ସରକାରଙ୍କ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମିଥ୍ୟା ମାମଲାରେ କଂଗ୍ରେସ ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀଙ୍କୁ ଜେରା
Read More...

ଘରେ ଘରେ ସମ୍ବଲପୁରୀ ଦିନ ପାଳନ ପାଇଁ ଲକ୍ଷ୍ୟ

ସମ୍ବଲପୁର: ପଶ୍ଚିମାଞ୍ଚଳର ପରିଚୟ ପାଇଁ ସମ୍ବଲପୁରୀ ଭାଷା ଓ ସଂସ୍କୃତିକୁ ନେଇ ଆଜୀବନ ଚେଷ୍ଟା ଚଳାଇଥିବା ସ୍ୱର୍ଗତ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମ ଦିବସ ଅଗଷ୍ଟ ୧ ତାରିଖ ପ୍ରତିବର୍ଷ ସମ୍ବଲପୁରୀ ଦିନ ରୂପେ ପାଳିତ ହୁଏ । ଆଜି ଏହାର ଆବାହକ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ଆୟୋଜିତ
Read More...

କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

ଭୁବନେଶ୍ବର: ବ୍ରାଉନସୁଗର କାରବାର ବେଳେ ମାଡ଼ି ବସିଲା ଏସଟିଏଫ ଟିମ । ବାଲେଶ୍ବର ଅରଡ ବଜାର ରେଲୱେ ଓଭରବ୍ରିଜ ତଳୁ ୧କେଜି ୫୦ଗ୍ରାମ ବ୍ରାଉନସୁଗର ଜବତ ହୋଇଛି । ଏହି ଘଟଣାରେ ଅଭିଯୁକ୍ତ ସେଖ ମେଜୁକୁ ପୋଲିସ ଗିରଫ କରିଛି । ଗିରଫ ବେଳେ ଅଭିଯୁକ୍ତ ପାଖରୁ ନଗଦ ୨୮ ହଜାର ଟଙ୍କା ଜବତ
Read More...

ଆଜି ଇଣ୍ଡିଜ ବିପକ୍ଷ ଅନ୍ତିମ ଦିନିକିଆ, କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ନୂଆଦିଲ୍ଲୀ :ଆଜି ଘରୋଇ ୱେଷ୍ଟଇଣ୍ଡିଜ୍‌ ଓ ଭାରତ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଶେଷ ମ୍ୟାଚ୍‌ ଖେଳାଯିବ । ପ୍ରଥମ ଦୁଇଟି ମ୍ୟାଚରେ ଭାରତ ଜିତିଥିବାରୁ ଆସନ୍ତାକାଲିର ମ୍ୟାଚକୁ ଜିତି ଭାରତ ଇଣ୍ଡିଜ ବିପକ୍ଷରେ କ୍ଲିନ୍‌ ସୁଇପ କରିବାକୁ ଯୋଜନା କରିଛି । ଏହି ମ୍ୟାଚ୍‌ ପୋର୍ଟ ଅଫ୍‌
Read More...

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର: ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ରେଜଲ୍ଟ। ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ରେଜଲ୍ଟ ପ୍ରକାଶ ପାଇଛି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ଘୋଷଣା କରିଛନ୍ତି। www.ojee.nic.in
Read More...

୬୫୦ କୋଟି ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଭୁବନେଶ୍ୱର ନାଇଜର କ୍ୟାମ୍ପସ ଠାରେ ଭାରତ ସରକାରଙ୍କ ଆଟୋମିକ୍‌ ଏନର୍ଜି ଡିପାର୍ଟମେଣ୍ଟ ଓ ଟାଟା ଟ୍ରଷ୍ଟ ସହଯୋଗରେ ୬୫୦ କୋଟି ଟଙ୍କା ବ୍ୟୟରେ ଏକ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣ କରାଯିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା
Read More...

ରୋଟାରୀ ମିଡ୍‌ ଟାଉନ ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

ଭଦ୍ରକ: ଭଦ୍ରକ ଟାଉନ ହଲରେ ରୋଟାରୀ କ୍ଲବ୍‌ ମିଡ ଟାଉନ ଭଦ୍ରକ ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ ହୋଇଛି । ସହିଦଙ୍କୁ ସମ୍ମାନ ଜଣାଇ ଦିବସ ପାଳନ କରିବା ସହିତ ରାଷ୍ଟ୍ର ପ୍ରେମରେ ନିଜକୁ ଅନୁପ୍ରାଣୀତ କରି ସବୁଦିନ ନିଜର ଦୈନନ୍ଦିନ କାର୍ଯ୍ୟ ସହିତ ଅନ୍ୟ ପାଇଁ ଏବଂ ସମାଜ ପାଇଁ କିଛି
Read More...

୧୧ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ୧୧ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଅଫିସର ରୀନା ମହାପାତ୍ରଙ୍କୁ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ ଭାବେ
Read More...

ଭୁବନେଶ୍ୱରରେ ପହଞ୍ଚିଲେ ବାବୁସାନ, କହିଲେ ସବୁ କହିବି

ଭୁବନେଶ୍ୱର: ଦୀର୍ଘ ୪ ଦିନ ହେଲା ଲାଗିଥିବା ହାଇଡ୍ରାମାରେ ଏକ ପ୍ରକାର ଯବନିକା ପଡ଼ିଲା। ଶେଷରେ ଭୁବନେଶ୍ୱରରେ ପହଞ୍ଚିଲେ ଓଲିଉଡ ଅଭିନେତା ବାବୁଶାନ । ଗତକାଲି ପ୍ରକୃତି ମିଶ୍ର ଭୁବନେଶ୍ୱରରେ ପହଞ୍ଚିଥିବା ବେଳେ ବାବୁଶାନ କେବେ ଫେରିବେ ତାହା ଉପରେ ସମସ୍ତଙ୍କ ନଜର ଥିଲା। ଏହାପରେ
Read More...