Yearly Archives

2022

ଭିଜିଲାନ୍ସ ଜାଲରେ ପଡିଲେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ

କେନ୍ଦ୍ରାପଡା :ଭିଜିଲାନ୍ସ ଜାଲରେ ପଡିଲେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ । ବଦଳି କରାଇଦେବା ପାଇଁ ଶିକ୍ଷା ବିଭାଗର ଜଣେ ପିଅନଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡା ଭିଜିଲାନ୍ସ ତାଙ୍କୁ ଲାଞ୍ଚ ଟଙ୍କା ସହ ଧରିଛି । ତେବେ ତିନିମୁହାଣି ଛକ
Read More...

କେନାଲ ହିଡ଼ଭାଙ୍ଗି ଶତାଧିକ ଏକର ଚାଷଜମି ଜଳମଗ୍ନ

ସୁବର୍ଣ୍ଣପୁର: ହୀରାକୁଦ ସେଚାଞ୍ଚଳ ଭିମଟିକ୍ରା ଡିଷ୍ଟିବ୍ୟୁଟାରି କୁହିବାହାଲ ସେକ୍ସନ ସାହାଜବାହାଲ ଗ୍ରାମ ନିକଟରେ ଗତକାଲି କେନାଲ ହିଡ଼ ଭୁଶୁଡି ପଡିବାରୁ ପ୍ରାୟ ଶତାଧିକ ଏକର ଚାଷଜମି ଜଳମଗ୍ନ ହୋଇପଡିଛି । ସୂଚନା ଅନୁଯାୟୀ ଭିମଟିକ୍ରା ଡିଷ୍ଟିବ୍ୟୁଟାରି କୁହିବାହାଲ ମୁଖ୍ୟ କେନାଲରେ ପ୍ରବଳ
Read More...

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ସୁବର୍ଣ୍ଣପୁର: ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳେଇ, ସୁବର୍ଣ୍ଣପୁର ଜିଲ୍ଳା ଗସ୍ତରେ ଆସି ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରି କରାଯାଉଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟାନ୍ୱୟନର ସମୀକ୍ଷା କରିଥିଲେ । ଏହି ସମୀକ୍ଷା ବୈଠକରେ ରାଜସ୍ୱ ଆୟୁକ୍ତ ଡଃ ଦଳେଇ ଅନୁଦାନ ଅର୍ଥର
Read More...

କୋଶଲ ରାଜ୍ୟ ଦାବିରେ ତେଜୁଛି ଆନ୍ଦୋଳନ, ଆସନ୍ତା ୨୯ରେ ଜାତୀୟ ରାଜପଥ ଅବରୋଧ

ସୁବର୍ଣ୍ଣପୁର: ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି ଆନ୍ଦୋଳନ । ଏହାକୁ ଆହୁରି ତୀବ୍ରତର କରିବା ପାଇଁ ଆସନ୍ତା ୨୯ ତାରିଖରେ ଦୁଇ ଘଣ୍ଟା ପାଇଁ ଜାତୀୟ ରାଜପଥ ଅବରୋଧ ପାଇଁ କୋଶଲ ରାଏଜ ମୁକ୍ତି ମୋର୍ଚ୍ଚା(କେଏମ୍‌ଏମ୍‌) ପକ୍ଷରୁ ସୂଚନା ଦିଆଯାଇଛି । ଜୁଲାଇ
Read More...

ଜିଲ୍ଲା ପ୍ରେସକ୍ଲବର ୫ମ ପ୍ରତିଷ୍ଠା ଦିବସ,
ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ପ୍ରେସ ତା’ର ମର୍ଯ୍ୟାଦା ଅକ୍ଷୁର୍ଣ୍ଣ

ବୌଦ୍ଧ :ଭାରତ ଗଣତନ୍ତ୍ରରେ ସାମ୍ବାଦିକ ତା'ର କର୍ତ୍ତବ୍ୟ ପ୍ରତିପାଦନ କରି ଚତୁର୍ଥ ସ୍ତମର ମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରଖିପାରିଛି । ବ୍ୟକ୍ତିଗତ ସ୍ୱାର୍ଥକୁ ଜଳାଞ୍ଜଳି ଦେଇ ସମାଜକୁ ଶୃଙ୍ଖଳିତ କରିବାପାଇଁ ସବୁବର୍ଗରେ ସେତାର ଚେଷ୍ଟା ଜାରିରଖିଛି ବୋଲି ଜିଲ୍ଲା ପ୍ରେସକ୍ଳବର ୫ମ ପ୍ରତିଷ୍ଠା
Read More...

ବୌଦ୍ଧରେ ବିଦ୍ୟୁତ ମହୋତ୍ସବ ପାଳିତ

ବୌଦ୍ଧ : ଆଜାଦୀକୁ ଅମୃତ ମହୋତ୍ସବ ଉପଲକ୍ଷେ ସାରା ଦେଶର ପ୍ରତ୍ୟେକ ଜିଲାରେ ଉଜ୍ଜ୍ୱଳ ଭାରତ- ଉଜ୍ଜ୍ୱଳଭବିଷ୍ୟତ କାର୍ଯ୍ୟକ୍ରମ ପାଳନ କରାଯାଉଅଛି । ଏହି ପରିପ୍ରେକ୍ଷୀରେ ବୌଦ୍ଧଜିଲାରେ ମଙ୍ଗଳବାର ଦିନ ସ୍ଥାନୀୟ ଟାଉନହଲଠାରେ ଅପରାହ୍ନ ୩.୩୦ ରୁ ୬.୩୦ ମିନିଟ ପର୍ଯ୍ୟନ୍ତ ପାଳନ କରାଯାଇଛି ।
Read More...

ଚିନ୍ତା ବଢାଉଛି ମଙ୍କିପକ୍ସ :
ହାଇଆଲର୍ଟରେ ପ୍ରଭାବିତ ରାଜ୍ୟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ତଳ-ଉପର ସ୍ଥିତିଦେଇ ଗତି କରୁଥିବା ବେଳେ ମଙ୍କିପକ୍ସ ସଂକ୍ରମଣ ବୃଦ୍ଧି ଚିନ୍ତା ବଢାଇଲାଣି । ବର୍ତ୍ତମାନ ସୁଦ୍ଧା କେବଳ କେରଳ ଓ ରାଜଧାନୀ ଦିଲ୍ଲୀରୁ ଏହି ରୋଗ ଚିହ୍ନଟ ହୋଇଛି । ଦେଶରେ ସମୁଦାୟ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଥିବା ବେଳେ କେବଳ
Read More...

କାର୍ଗିଲ ବିଜୟ ଦିବସରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ସାରା ଦେଶ

ନୂଆଦିଲ୍ଲୀ: ଆଜି ଦେଶ ୨୩ତମ କାର୍ଗିଲ ବିଜୟ ଦିବସ ଉତ୍ସବ ମନାଉଛି । ଆଜିର ଦିନରେ ୧୯୯୯ ମସିହା କାର୍ଗିଲ୍‌ ଯୁଦ୍ଧର ଅନ୍ତଃ ଘଟିଥିଲା । ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଏହି ଯୁଦ୍ଧରେ ଭାରତ ବିଜୟ ଲାଭ କରି ଦେଶର ଟେକ ରଖିଥିଲା । ଆଜି ଏହି ପବିତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ
Read More...

ଦ୍ୱିତୀୟ ପର୍ଯ୍ୟାୟରେ ସୋନିଆଙ୍କୁ ଇଡିର ୬ ଘଣ୍ଟା ଜେରା

ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ଦୁର୍ନୀତି ମାମଲାରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ଦ୍ୱିତୀୟ ପର୍ଯ୍ୟାୟରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ପୁନର୍ବାର ଜେରା କରିଛି । ତାଙ୍କୁ ଦୀର୍ଘ ୬ ଘଣ୍ଟା ଧରି ବିଭିନ୍ନ ଦିଗ ଉପରେ ଜେରା କରାଯାଇଥିଲା । ଆସନ୍ତାକାଲି ମଧ୍ୟ ତାଙ୍କୁ ପୁଣି
Read More...

ଜିଲ୍ଲା ପ୍ରେସ କ୍ଳବ ଫୁଲବାଣୀ ପକ୍ଷରୁ ଛାତ୍ରଛାତ୍ରୀକୁ ମେଧା ସମ୍ମାନ ପ୍ରଦାନ

ଫୁଲବାଣୀ: ଚଳିତ ୨୦୨୨ ମାଟ୍ରିକ ପରୀକ୍ଷାରେ କନ୍ଧମାଳ ଜିଲ୍ଲାରେ ଶିକ୍ଷାବିଭାଗ ଦ୍ୱାରା ପରିଚାଳିତ ସ୍କୁଲଗୁଡ଼ିକ ମଧ୍ୟରେ ପ୍ରଥମ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଓ ଜିଲ୍ଲା ମଙ୍ଗଳ ବିଭାଗ ପକ୍ଷରୁ ପରିଚାଳିତ ଆଶ୍ରମ ସ୍କୁଲ ଗୁଡିକର ପ୍ରଥମ ଦ୍ୱିତୀୟ ଓ ତୃତୀୟ ସ୍ଥାନ
Read More...