Yearly Archives

2022

ବିଦେଶରୁ ଅଣାଗଲାଣି ୯ ହଜାର କୋଟି ଟଙ୍କାର କଳାଧନ

ନୂଆଦିଲ୍ଲୀ : ୨୦୨୨ ମସିହା ମେ ୩୧ ପର୍ଯ୍ୟନ୍ତ ବୈଦେଶିକ ବ୍ୟାଙ୍କ ଆକାଉଣ୍ଟରେ ଜମା ମାମଲାରେ ଭାରତ ୮,୪୬୮ କୋଟି ଟଙ୍କା ଅଜ୍ଞାତ ଆୟ ଏବଂ ୧,୨୯୪ କୋଟି ଟଙ୍କା ଜୋରିମାନା ଆଣିଛି । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ,
Read More...

ସଂସଦରେ ହଙ୍ଗାମା :
ରାଜ୍ୟସଭାରୁ ୧୯ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ଏଇ ଦୁଇ ଦିନ ଭିତରେ ସଂସଦରୁ ୨୩ ଜଣ ସାଂସଦ ନିଲମ୍ବିତ ହେଲେଣି । କାରଣ ହେଉଛି,ଗୃହରେ ବିଶୃଙ୍ଖଳା ସୃଷ୍ଟି । ଦରଦାମ ବୃଦ୍ଧି, ଜିଏସ୍‌ଟି ଓ ତଦନ୍ତ ଅଧିକାରୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ବିରୋଧୀଙ୍କ ହଙ୍ଗାମା ଜାରି ରହିଛି । ଆଜି ବି କିଛି ସାଂସଦ ଆଲୋଚନା ଚାଲିଥିବା ବେଳେ ଗୃହର
Read More...

ପଣ୍ଟିଂଙ୍କ ଭବିଷ୍ୟତବାଣୀ ; ଟି-୨୦ ବିଶ୍ୱକପରେ ଏହି ଦୁଇ ଦଳ ଫାଇନାଲ ଖେଳିବେ

ନୂଆଦିଲ୍ଲୀ : ଦୁଇଥର ବିଶ୍ୱକପ ବିଜେତା ଅଧିନାୟକ ରିକି ପଣ୍ଟିଂ ଅକ୍ଟୋବର-ନଭେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ୍‌ର ବିଜେତା ଦଳ ବିଷୟରେ ପୂର୍ବାନୁମାନ କରିଛନ୍ତି । ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ପଣ୍ଟିଂ ଏହି ଦୁଇ ଦଳର ନାମ ପ୍ରକାଶ କରିଛନ୍ତି । ସେହିପରି ସେ ବିଜେତା
Read More...

ଆକ୍ରୋଶମୂଳକ ଭାବେ ସୋନିଆ ଗାନ୍ଧୀଙ୍କୁ ଇଡି ଡାକରା ପ୍ରତିବାଦରେ ରାଜ୍ୟ କଂଗ୍ରେସର ସତ୍ୟାଗ୍ରହ

ଭୁବନେଶ୍ୱର :କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରରୋଚିତ ପ୍ରବର୍ତନ ନିର୍ଦ୍ଦେଶାଳୟ ଯେପରି ଭାବରେ ରାଷ୍ଟ୍ରନେତା ତଥା ନିଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀଙ୍କୁ ନ୍ୟାସନାଲ ହେରାଲ୍ଡ ମାମଲାରେ ବାରମ୍ବାର ଜେରା କରିବାକୁ ଡାକି ନିର୍ଯ୍ୟାତନା ଦେଉଛନ୍ତି ତାହାର
Read More...

ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର, : ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ଆସନ୍ତାକାଲି ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ କରାଯିବ ଏବଂ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା
Read More...

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଫାଟକ ସମ୍ମୁଖରେ ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ସମ୍ବଲପୁର: ଯୁକ୍ତ ତିନି ପଞ୍ଚମ ସେମିଷ୍ଟର ପୁନଃ ମୂଲ୍ୟାୟନର ଫଳ ପ୍ରକାଶ କରିବାରେ ଅହେତୁକ ବିଳମ୍ବର ପ୍ରତିବାଦରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିଭିନ୍ନ କଲେଜର ଛାତ୍ରଛାତ୍ରୀ ମୁଖ୍ୟଗେଟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି । ଆଗକୁ ପିଜି ଓ ବିଇଡିର
Read More...

ଦରଦାମ ବୃଦ୍ଧି ପ୍ରତିବାଦରେ ପୁରୀ ଆପ୍‌ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ପୁରୀ : ଦିନକୁ ଦିନ ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ହେବାର ଲାଗିଛି । କେନ୍ଦ୍ର ଏବଂ ରାଜ୍ୟ ସରକାର ଉଭୟ ଦରଦାମ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି । ଏଭଳି ଦରଦାମ ବୃଦ୍ଧି ସାଧାରଣ ଜନତାଙ୍କୁ ଅସହାୟ କରିଦେଇଛି କିନ୍ତୁ ସରକାର ଏଥିପ୍ରତି ଚିନ୍ତିତ ନାହାନ୍ତି । କେବଳ ମିଛ ପ୍ରତିଶ୍ରୁତି ଦେଇ
Read More...

ଦୁଇ ଦେଶରେ ହେବାକୁ ଥିବା ଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ପାଇଁ ତ୍ରିନିବାଦରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ : ଶୁକ୍ରବାରଠାରୁ ୱେଷ୍ଟଇଣ୍ଡିଜ୍‌ ବିପକ୍ଷ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆର ଟି -୨୦ ଦଳ ତ୍ରିନିଦାଦରେ ପହଞ୍ଚିଛି । ଏହି ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଦୁଇଟି ଦେଶରେ ଖେଳାଯିବ । ସିରିଜର ପ୍ରଥମ ତିନୋଟି ମ୍ୟାଚ୍‌ କାରିବିଆନ୍‌ ମାଟିରେ
Read More...

ମାନବ ଚାଲାଣ ନିୟନ୍ତ୍ରଣ ପାଇଁ ଆଞ୍ଚଳିକ ସ୍ତରୀୟ କର୍ମଶାଳା

ସମ୍ବଲପୁର: ରାଜ୍ୟରେ ମାନବ ଚାଲାଣ ନିୟନ୍ତ୍ରଣ ପାଇଁ ଦୁଇ ଦିନିଆ ଆଞ୍ଚଳିକ କର୍ମଶାଳାର ଆୟୋଜକ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ହୋଇଯାଇଛି । ଓଡ଼ିଶା ପୁଲିସ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ ଶ୍ରୀମତୀ ରେଖା ଲୋହାନୀ
Read More...

ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ରାୟଗଡ ବ୍ଳକ ଅନ୍ତର୍ଗତ ଲୋବା ପଞ୍ଚାୟତ ଠାରେ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଡ଼ ପୁତୁରା ଗ୍ରାମର ୩୫ ଜଣଙ୍କୁ ଏଫଆର୍‌ଏ, ଆର୍‌ଓଆର୍‌ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ
Read More...