ତିନି ଦିନ ଛେଚିବ,ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ୧୪, ୧୫ ଓ ୧୬ ତାରିଖ । ଏହି ତିନି ଦିନ ରାଜ୍ୟରେ ବର୍ଷା ଛେଚିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ଭାରି ବର୍ଷା ହୋଇଛି । ୨୧ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି!-->…
Read More...
Read More...