Yearly Archives

2022

ବିଶ୍ୱ ମାନବାଧିକାର ଦିବସ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁ ଟେକ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ର ଠାରେ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ପ୍ରଦୀପ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ
Read More...

ଦହଣା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବାର୍ଷିକ କ୍ରୀଡା ଅନୁଷ୍ଠିତ

ନନ୍ଦାହାଣ୍ଡି : ନବରଂଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ସ୍ଥିତ ଦହଣା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ସୁବାସ ଚନ୍ଦ୍ର ତ୍ରିପାଠୀ ପ୍ରଦୀପ ପ୍ରଜ୍ୱଳିତ କରି ଆରମ୍ଭ କରିଥିଲେ ଓ ଉଦଯାପନ ଉତ୍ସବରେ
Read More...

ଦଶପଲ୍ଲା କୋର୍ଟ ପରିସରରେ ବାର୍‌ ଆସୋସିଏସନ ଗୃହ,କ୍ୟାଣ୍ଟିନ୍‌ ଓ ପ୍ରତିକ୍ଷା ଗୃହର ଭିତ୍ତିପ୍ରସ୍ତର ସ୍ଥାପନ

ଦଶପଲ୍ଲା : ଆଜି ଦଶପଲ୍ଲା କୋର୍ଟ ପରିସରରେ ବାର୍‌ ଆସୋସିଏସନ ଗୃହ, କ୍ୟାଣ୍ଟିନ୍‌ ଗୃହ ଓ ପ୍ରତିକ୍ଷା ଗୃହ ନିର୍ମାଣ ପାଇଁ ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌ ମୂରଲୀଧରଙ୍କ କର କମଳରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବରେ ଓଡିଶା
Read More...

ଜିଲ୍ଲା ସାଂସ୍କୃତିକ ମହୋତ୍ସବ ‘ମଣ୍ଡେଇ’ ଉଦଘାଟିତ

ନବରଙ୍ଗପୁର:- ଜିଲ୍ଳାର କଳା ସାହିତ୍ୟ ସଂସ୍କୃତି ତଥା ଐତିହ୍ୟ ଓ ଆଦିବାସୀ ପରମ୍ପରାର ପ୍ରତୀକ ଗଣପର୍ବ ‘ମଣ୍ଡେଇ' ଉଦଘାଟିତ ହୋଇଯାଇଛି । ଅପରାହ୍ନ ତିନି ଘଣ୍ଟିକାରେ ମାଁ ଭଣ୍ଡାରଘରଣୀ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଏକ ବିଶାଳ ଶୋଭାଯାତ୍ରା ବାହାରି ହିର୍ଲି ସ୍ଥିତ ମଣ୍ଡେଇ ପଡିଆ ଠାରେ
Read More...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ପକ୍ଷରୁ ମାନବିକ ଅଧିକାର ଦିବସ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ମହିଳା ମହା ବିଦ୍ୟାଳୟ ପରିସରରେ ଜିଲ୍ଲା ଜଜଙ୍କ ନିର୍ଦ୍ଦେଶରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ପକ୍ଷରୁ ମାନବିକ ଅଧିକାର ଦିବସ ପାଳନ ସହିତ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଦିବସରେ ସତ୍ୟପିର ମିଶ୍ର ଜିଲ୍ଲା ଜଜ,ଭାସ୍କର ଚନ୍ଦ୍ର
Read More...

ଥରୁଛି କନ୍ଧମାଳ ; ଫୁଲବାଣୀରେ ୬.୬ ଡିଗ୍ରୀ ଓ ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ

ଫୁଲବାଣୀ:କିଛି ଦିନର ବ୍ୟବଧାନ ପରେ କନ୍ଧମାଳକୁ ପୁଣି ଶୀତ ଫେରିଛି । ସମଗ୍ର କନ୍ଧମାଳ ଏବେ ଜାଡରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି, ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି । ଆଜି ଫୁଲବାଣୀରେ ୬.୬ ଡିଗ୍ରୀ
Read More...

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୪ବର୍ଷ ଜେଲ୍‌

ଫୁଲବାଣୀ :- ଫୁଲବାଣୀ ଫାଷ୍ଟ ଟ୍ରାକ ପୋସ୍କୋ କୋର୍ଟର ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଏକ ୧୩ ବର୍ଷ ନାବାଳିକାର ଦୁଷ୍କର୍ମ ମାମଲାର ବିଚାର କରି ସାକ୍ଷୀ, ଡ଼ାକ୍ତରୀ ରିପୋର୍ଟ ଏବଂ ସାଇଣ୍ଟିଫିକ୍‌ ରିପୋର୍ଟ ଆଧାରରେ ଅଭିଯୁକ୍ତ ସୁଧାଂଶୁ ପ୍ରଧାନକୁ ଦୋଷୀ ସାବ୍ୟସ୍ତ କରି ୪ ବର୍ଷ ସଶ୍ରମ
Read More...

ପୁରୀରେ ଖୋ ଖୋ ଦଳର ପ୍ରଶିକ୍ଷଣ କ୍ୟାମ୍ପ

ପୁରୀ : ଆସନ୍ତା ଜାନୁଆରୀ ୩୧ରୁ ଫେବୃଆରୀ ୧୧ ତାରିଖ ପର୍ଯ୍ୟନ୍ତ ମଧ୍ୟପ୍ରଦେଶଠାରେ ଖେଲୋ ଇଣ୍ଡିଆ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ସରକାର ଓ ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ପୁରୀରେ ପ୍ରଥମଥର ପାଇଁ ରାଜ୍ୟ ଖୋଖୋ ଦଳର କ୍ୟାମ୍ପ ଆୟୋଜନ କରାଯାଇଛି । ଏହି କ୍ୟାମ୍ପ ପୁରୀ ଜିଲ୍ଲା ସ୍କୁଲ ପଡିଆ
Read More...

ବନବିଭାଗ ଦ୍ୱାରା ଉଦ୍ଧାର ବିରଳ ଅଜଗର ସାପର ମୃତ୍ୟୁ

ଖପ୍ରାଖୋଲ : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍‌ ବଡଗୁର୍ଜିଭଟା ଗାଁ ନିକଟ ଏକ ଚାଷ ଜମିରୁ ବନ ବିଭାଗ ଦ୍ୱାରା ଉଦ୍ଧାର ବିରଳ ଅଜଗର ସାପର ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁ ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ ଗୁରୁବାର ଅଜଗର ସାପଟିକୁ ବଡଗୁର୍ଜିଭଟା ଗାଁ ନିକଟରୁ ଉଦ୍ଧାର
Read More...

ପଲଶାଗୋରା ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଘାଟିତ:
ପ୍ରତିଭା ଅନ୍ୱେଷଣ ଓ ପ୍ରତିଯୋଗିତା ମୂଳକ ମନୋବୃତ୍ତି ସୃଷ୍ଟି

ବୌଦ୍ଧ,୯/୧୨- ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ସରକାରୀ ଉଚ୍ଚ ବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆଜି ଉଦଘାଟିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ସମ୍ମୁଖରେ ନୂତନ ଭାବେ ନିର୍ମିତ ସୁବର୍ଣ୍ଣ ଜୟନ୍ତୀ ତୋରଣ ଉଦଘାଟନ ଓ ବିଦ୍ୟାଳୟ ପରିସରରେ ସ୍ଥାପିତ ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ
Read More...