ଓଲଟିଲା ବୋଲେରୋ, ୭ ମୃତ
ବେଙ୍ଗାଲୁରୁ: କର୍ଣ୍ଣାଟକର ବେଲଗାଭି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବୋଲେରୋ । ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ରବିବାର ସକାଳେ ବେଲଗାଭି ନିକଟରୁ ଏହି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ।!-->…
Read More...
Read More...