Yearly Archives

2022

ମନୋଜ ପଟ୍ଟନାୟକ ହେଲେ ନବରଙ୍ଗପୁର ଜିଲ୍ଲା କିନ୍ନର ସଂଘର ଅଧ୍ୟକ୍ଷ

ନବରଙ୍ଗପୁର,୨୪/୬- ନବରଙ୍ଗପୁର ଜିଲ୍ଲାରେ କିନ୍ନର ମାନଙ୍କ ବିଭିନ୍ନ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବା ଏବଂ ଏଗୁଡିକର ତୁରନ୍ତ ସମାଧାନ ନିମନ୍ତେ ନବରଙ୍ଗପୁର ଜିଲ୍ଲାର ସମସ୍ତ କିନ୍ନରମାନେ ମିଶି ନବରଙ୍ଗପୁର ଜିଲ୍ଲା କିନ୍ନର ସଂଘ ନାମରେ ଜିଲ୍ଲାପାଳ କାର୍ଯ୍ୟାଳୟରେ ୦୬/୨୦୨୨ ପତ୍ର
Read More...

ଚମକିବ ସର୍ଫରାଜ ଖାନଙ୍କ ଭାଗ୍ୟ, ଏହି ଗସ୍ତରେ ପାଇପାରନ୍ତି ଭାରତୀୟ ଦଳରେ ସ୍ଥାନ

ମୁମ୍ବାଇ : ରଣଜୀ ଟ୍ରଫିରେ କ୍ରମାଗତ ପ୍ରଦର୍ଶନ ସହିତ ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଥିବା ମୁମ୍ବାଇର ସର୍ଫରାଜ ଖାନ ନଭେମ୍ବରରେ ବାଂଲାଦେଶ ବିପକ୍ଷ ଦୁଇ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳରେ ମନୋନୀତ ହୋଇପାରନ୍ତି । ରଣଜୀ ଟ୍ରଫିର ଅନ୍ତିମ ମ୍ୟାଚରେ ସର୍ଫରାଜ ଖାନ ନିଜର ଭଲ ଫର୍ମ ଜାରି
Read More...

ବରିଷ୍ଠ ସିନେ ଅଭିନେତା ରାଇମୋହନଙ୍କ ଆତ୍ମହତ୍ୟା

ଭୁବନେଶ୍ୱର : ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା । ଆଜି ନିଜ ଭୁବନେଶ୍ୱର ସ୍ଥିତ ପ୍ରାଚୀ ବିହାର ସ୍ଥିତ ତାଙ୍କ ବାସଭବନରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଘଟଣା ସ୍ଥଳରେ ମଞ୍ଚେଶ୍ୱର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେ କେଉଁ କାରଣରୁ ଆତ୍ମହତ୍ୟା
Read More...

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା

ପୁରୀ :ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଓଡିଶାରୁ ପ୍ରଥମ ମହିଳା ଭାବେ ରାଷ୍ଟ୍ରପତି ନିର୍ବାଚନରେ ସାମିଲ ହୋଇଛନ୍ତି । ସେ ଓଡିଶାର ଗର୍ବ ଆଉ ଗୌରବ । ସେ ଓଡିଶାର ଝିଅ ହୋଇଥିବାରୁ ଦଳମତ ନିର୍ବିଶେଷରେ ସମସ୍ତେ ତାଙ୍କୁ ସମର୍ଥନ କରିବା
Read More...

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦାଖଲ କଲେ ନାମାଙ୍କନପତ୍ର, ପ୍ରସ୍ତାବକ ରହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏ ମିଳିତ ମଞ୍ଚ ପକ୍ଷରୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ । ଦ୍ରୌପଦୀ ମୁର୍ମୁଙ୍କ ୪ଟି ସେଟରେ ନାମାଙ୍କନ
Read More...

ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ପୁରୀ : ମହାମାରୀ କରୋନା ପାଇଁ ଦୁଇ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥିଲା । ତେବେ ଚଳିତ ବର୍ଷ କରୋନା ର ପ୍ରକୋପ ହ୍ରାସ ପାଇଥିବାରୁ ଭକ୍ତଙ୍କ ମେଳରେ ରଥଯାତ୍ରା ହେବ । ପୂର୍ବାପେକ୍ଷା ଅଧିକ ଜନସମାଗମର ଆକଳନ କରାଯାଉଛି । ତେଣୁ ଶାନ୍ତି ଶୃଙ୍ଖଳା ରକ୍ଷା ସହ
Read More...

ଖାଲମଡା ସେବା ସମବାୟ ସମିତିରେ ସଭାପତି ଭାବେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେଲେ ପ୍ରକାଶ

ଦଶପଲ୍ଲା : - ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍‌ ଅନ୍ତର୍ଗତ ଖାଲମଡା ସେବା ସମବାୟ ସମିତିରେ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଖାଲମଡା ଗ୍ରାମର ପ୍ରକାଶ ପ୍ରଧାନ ଏକମାତ୍ର ସଭାପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ନିର୍ବାଚନ ଅଧିକାରୀ ସୁକାନ୍ତ
Read More...

ମନରେଗାରେ ଶ୍ରମିକ ବଦଳରେ ମେସିନ, ଘଟଣାର ତଦନ୍ତ କେବେ…?

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକରେ ମନରେଗାରେ ଦୁର୍ନୀତି । ଖବର ପ୍ରକାଶ ପରେ ମଧ୍ୟ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିଘା ନାହିଁ । ମନରେଗା ଯୋଜନାରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ଗ୍ରାମାଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହେଉଛି । ମନରେଗା ଯୋଜନାରେ ଜଳ
Read More...

ଗାତରେ ପଡ଼ି ୪ ଶିଶୁଙ୍କ ମୃତ୍ୟୁ ଘଟଣା,ସହାୟତା ରାଶି ଘୋଷଣା

କୋରାପୁଟ: କୋରାପୁଟ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଦଶମନ୍ତପୁର ବ୍ଲକ ମାଝୀଗୁଡ଼ା ଗାଁରେ ଗାତରେ ଜମିଥିବା ପାଣିରେ ବୁଡ଼ି ଗତକାଲି ୪ ଶିଶୁ ଆଖି ବୁଜିଥିଲେ। ଏହି ଘଟଣା ପରେ ପୁରା ଗାଁରେ ଶୋକର ଛାୟା ଖେଳି ଯାଇଥିବା ବେଳେ କମ୍ପାନୀ ତଥା ପ୍ରଶାସନ ପକ୍ଷରୁ ଘୋଷଣା ହୋଇଛି ସହାୟତା ରାଶି।
Read More...

ଆଜି ନାମାଙ୍କନ ଦାଖଲ କରିବେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ବିଜେପି ନେତୃତ୍ୱାଧୀନ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ। ଏହି ସମୟରେ ଓଡ଼ିଶା ବିଜେପିର ସମସ୍ତ ବିଧାୟକ ଓ ବିଜେଡି ପକ୍ଷରୁ ପ୍ରସ୍ତାବ ସାଜିଥିବା ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଟୁକୁନି ସାହୁ ଉପସ୍ଥିତ ରହିବେ। ଏହାବାଦ
Read More...