ମଧୁବାବୁ ପେନସନ ଯୋଜନାରେ ନୂତନ ହିତାଧିକାରୀଙ୍କୁ ଭତ୍ତା ଓ ଉଦ୍ୟୋଗୀ ଭିତ୍ତିକ ଋଣ ବଣ୍ଟନ ଶିବିର
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ଠାରେ ମଙ୍ଗଳବାର ଦିନ ମଧୁବାବୁ ପେନସନ ଯୋଜନାରେ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ ଓ ଉଦ୍ୟୋଗୀ ଭିତ୍ତିକ ଋଣ ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗଦାଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
Read More...
Read More...