ବଜରଙ୍ଗ ଦଳ ପ୍ରାନ୍ତୀୟ ସୌର୍ଯ୍ୟ ପ୍ରଶିକ୍ଷଣ ଶିବିର
ବୌଦ୍ଧ,୧୫/୬- ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ବୌଦ୍ଧଠାରେ ଗତ ୧୦ ତାରିଖ ଠାରୁ ବଜରଙ୍ଗ ଦଳର ପ୍ରାନ୍ତୀୟ ପ୍ରଶିକ୍ଷଣ ବର୍ଗ ଅନୁଷ୍ଠିତ ହେଉଛି । ଉକ୍ତ ବର୍ଗରେ ୨୨ଟି ସାଙ୍ଗଠାନିକ ଜିଲ୍ଲାରୁ ୬୮ ଜଣ ଶିକ୍ଷାର୍ଥୀ ଉପସ୍ଥିତ ରହି ଏହି ପ୍ରଶିକ୍ଷଣ ନେଉଛନ୍ତି । ଉଦଘାଟନୀ ଉତ୍ସବରେ ପୂଜ୍ୟ!-->…
Read More...
Read More...