ଧାନ ସମେତ ୧୭ଟି ଫସଲର ଏମ୍ଏସ୍ପି ବଢାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ : କେନ୍ଦ୍ର ସରକାର ଧାନ ସମେତ ୧୭ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି କରିଛନ୍ତି । ଏ ସଂପର୍କିତ ପ୍ରସ୍ତାବକୁ ବୁଧବାର ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ମଂଜୁରୀ ଦିଆଯାଇଛି ।
କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ର ସୂଚନା ଓ!-->!-->!-->…
Read More...
Read More...