ପୁରୀ ରଥଯାତ୍ରା ସମନ୍ୱୟ କମିଟିର ଦ୍ୱିତୀୟ ବୈଠକ
ପୁରୀ : ପୁରୀ ରଥଯାତ୍ରା ସମନ୍ୱୟ କମିଟିର ଦ୍ୱିତୀୟ ବୈଠକ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ପୌରସଦନରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ଦୁଇ ବର୍ଷପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଏହାର ସଫଳତା ପାଇଁ ସେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ବୈଠକରେ!-->…
Read More...
Read More...