ବିସିସିଆଇ ନିଷ୍ଫତ୍ତି : ଟି-୨୦ ସିରିଜ ପୂର୍ବରୁ ଫିଟନେସ ପରୀକ୍ଷା ଦେବେ ଖେଳାଳି
ନୂଆଦିଲ୍ଲୀ: ଆଗକୁ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ଟି-୨୦ ସିରିଜ୍ । ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଥିବାବେଳେ ବିସିସିଆଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଏହି ନିଷ୍ପତ୍ତି ଅନୁଯାୟୀ,ଟି-୨୦ ସିରିଜରେ ସାମିଲ୍ ଖେଳାଳିଙ୍କୁ ଫିଟନେସ୍ ଟେଷ୍ଟ ଦେବାକୁ ପଡିବ ।!-->…
Read More...
Read More...