Yearly Archives

2022

କାଳ ବୈଶାଖୀରେ ଖମାରସାହି ପଞ୍ଚାୟତର ବେହାଲ

ଦଶପଲ୍ଲା : ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖାମାରସାହି ପଞ୍ଚାୟତରେ କାଳବୈଶାଖୀ ବର୍ଷାର ପ୍ରଭାବରେ ପ୍ରାୟ ୮୦ ଟି ଚାଳ ଛପର ଘରକୁ ଉଡ଼ାଇ ଅସ୍ତବ୍ୟସ୍ତ କରିଦେଇଛି । ଖମାରାସାହି ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ସନ୍ଧ୍ୟାରାଣୀ ବେହେରା ଏବଂ ନାଏବ ସରପଞ୍ଚ କୁବେର ପାତ୍ର ଓ ଖମାରସାହି ପଞ୍ଚାୟତର ସମାଜ
Read More...

ଜୁଆ ଆଡ୍ଡାସ୍ଥଳୀ ଉପରେ ପୋଲିସ ଚଢ଼ାଉ : ୮ଟି ବାଇକ୍‌ ସହ ମୋବାଇଲ ଜବତ, ୬ କୋର୍ଟ ଚାଲାଣ

ଗୋଳାମୁଣ୍ଡା : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଘୋଟିଆ ମଣ୍ଡି ପଛପଟେ ଥିବା ଟିକେନ୍‌ ଜୋର ପାଖରେ ଜୁଆ ଖେଳୁଥିବା ସମୟରେ କୌଣସି ମତେ ଦଶପୁର ଫାଣ୍ଡି ଅଧିକାରୀ ଚନ୍ଦ୍ରହାସ୍ୟ ସାହୁ ଖବର ପାଇ ଗୋଲାମୁଣ୍ଡା ଥାନା ଅଧିକାରୀ ଯୁଗଳ ଶବର ଓ ଥାନା କର୍ମଚାରୀଙ୍କ ମିଳିତ ଉଦ୍ୟମରେ
Read More...

ଜୁଲାଇ ପ୍ରଥମ ସପ୍ତାହରେ ଯୁକ୍ତଦୁଇ ଫଳ

ଭୁବନେଶ୍ୱର : ଯୁକ୍ତ୨ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ସରିଥିବାବେଳେ ୨ୟ ପର୍ଯ୍ୟାୟ ଗତ ୧୧ ତାରିଖରୁ ଆରମ୍ଭ ହୋଇଛି । ଏହା ୩୧ ତାରିଖ ଯାଏ ଚାଲିବ । ତେବେ ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତା ୨୨ ତାରିଖ ପରିବର୍ତ୍ତେ ୨୫ ତାରିଖରୁ ଆରମ୍ଭ ହେବ । ଖାତାଦେଖା
Read More...

ବପୋଲମେଣ୍ଡିରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର

ଫୁଲବାଣୀ: ଚକାପାଦ ବ୍ଲକର ବପୋଲମେଣ୍ଡି ଠାରେ ଆଜି ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଛି । ଏହି ଚକ୍ଷୁ ଚିକିତ୍ସା ଶିବିରରେ ସ୍ଥାନୀୟ ସରପଞ୍ଚ ସୁନିତା କହଁର ମୁଖ୍ୟଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ସ୍ଥାନୀୟ ନାଏବ ସରପଞ୍ଚ ମନୋଜ କୁମାର ପ୍ରଧାନ ସମ୍ମାନୀତ ଅତିଥି ଭାବରେ ଯୋଗ
Read More...

ଜିଲ୍ଲାସ୍ତରୀୟ ସାରସ୍ୱତ ସମାରୋହ ଓ ମହାନଦୀ ଉତ୍ସବ-୨୦୨୨ ଅନୁଷ୍ଠିତ

ସୁବର୍ଣ୍ଣପୁର-ସହରର ରାମେଶ୍ୱର ସଙ୍ଗମ ସନ୍ନିକଟସ୍ଥ ତ୍ରିବେଣୀ ସଙ୍ଗମଠାରେ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଜିଲ୍ଲାସ୍ତରୀୟ ସାରସ୍ୱତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ରାମେଶ୍ୱର ତ୍ରିବେଣୀ ସଙ୍ଗମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ପ୍ରଥମ ଅଧିବେସନରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ
Read More...

ବିରାଟ ଓ ରୋହିତଙ୍କ ଫର୍ମକୁ ନେଇ ଏମିତି କହିଲେ ସୌରଭ ଗାଙ୍ଗୁଲି

ମୁମ୍ବାଇ : ବିରାଟ କୋହଲି ଏବଂ ରୋହିତ ଶର୍ମା ଆଇପିଏଲ ୨୦୨୨ ରେ ବ୍ୟାଟ ସହିତ ସଂଘର୍ଷ କରୁଛନ୍ତି । ଅକ୍ଟୋବରରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି-୨୦ ବିଶ୍ୱକପରେ ଭାରତକୁ ଖେଳିବାକୁ ପଡିବ । ଏଭଳି ପରିସ୍ଥିତି ଏହି ଦୁଇ ଖେଳାଳିଙ୍କ ଫର୍ମ ଚିନ୍ତାର ବିଷୟ ପାଲଟିଛି । ରୋହିତଙ୍କ ଦଳ ମୁମ୍ବାଇ
Read More...

ପୋଷା ଦନ୍ତା ହାତୀ ନନ୍ଦର ମୃତ୍ୟୁ

ଚନ୍ଦକା: ଚନ୍ଦକା ଅଭୟାରଣ୍ୟରେ ପୋଷା ଦନ୍ତା ହାତୀ ନନ୍ଦର ମୃତ୍ୟୁ ହୋଇଛି । ଗତ କିଛି ଦିନ ତଳେ ପୋଷା ହାତୀ ନନ୍ଦ ଅସୁସ୍ଥ ଥିଲା । ତେଣୁ ତାକୁ ଚିକିତ୍ସା କରାଯାଉଥିଲା । ଚିକିତ୍ସା ପରେ ବି ସ୍ୱାସ୍ଥ୍ୟବସ୍ଥାରେ କୌଣସି ଉନ୍ନତି ହୋଇନଥିଲା । ଗତକାଲି ତାର ସ୍ୱାସ୍ଥ୍ୟବସ୍ଥା ଆହୁରି ବଗିଡି
Read More...

କେନ୍ଦ୍ରମନ୍ତ୍ରୀଙ୍କ ଗାଡି ଉପରକୁ କାଳି ମାଡ

ପୁରୀ : କେନ୍ଦ୍ର ମନ୍ତ୍ରୀ ସଂଜୀବ ବାଲିଆନଙ୍କ ଗାଡ଼ି ଉପରେ କାଳୀ ମାଡ଼ । ପୁରୀରେ ଛାତ୍ର କଂଗ୍ରେସ ପକ୍ଷରୁ କେନ୍ଦ୍ର ମନ୍ତ୍ରୀଙ୍କଙ୍କ ଗାଡି ଉପରେ କାଳୀ ମାଡ଼ କରାଯାଇଛି । ରବିବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ପୁରୀ ଗସ୍ତରେ ଆସିଥିବା ବେଳେ ବଡ଼ଦାଣ୍ଡର ମାର୍କେଟ ଛକରେ ଏହି କାଳୀ ମାଡ଼
Read More...

ଗନ୍ଧରାଡି ଲୋକ କଳା ମହୋତ୍ସବ-୨୦୨୨ ପାଇଁ ଶୁଭସ୍ତମ୍ଭ ସ୍ଥାପନ ଓ ଲୋଗୋ ଉନ୍ମୋଚନ

ଜହ୍ନାପଙ୍କ: ବୌଦ୍ଧ ବ୍ଳକ ଲଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଐତିହାସିକ ଚାରିଶମ୍ଭୁପୀଠ ଠାରେ ଜୁନ ପ୍ରଥମ ସପ୍ତାହରେ ହେବାକୁ ଥିବା ଗନ୍ଧରାଡି ଲୋକ କଳା ମହୋତ୍ସବ ୨୦୨୨ ପାଇଁ ଆଜି ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ଓ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଦ୍ୱାରା ଶୁଭସ୍ତମ୍ଭ ସ୍ଥାପନ
Read More...

ବୁଡ଼୍ରୁମାହାରେ କାଳବୈଶାଖୀର ତାଣ୍ଡବ: ଭାଙ୍ଗିଲା ଅନେକ ଘର, ଉଡିଗଲା ଆଜବେଷ୍ଟ

ବାଲିଗୁଡା : କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ ଲେତିଙ୍ଗିଆ ପଞ୍ଚାୟତ ବୁଡ଼୍ରୁମାହା ଗ୍ରାମରେ ଶନିବାର ଦେଖିବାକୁ ମିଳିଛି କାଳବୈଶାଖୀର ତାଣ୍ଡବ । ଅପରାହ୍ନ ପ୍ରାୟ ୪ଟା ବେଳେ ଅଚାନକ ପ୍ରବଳ ବର୍ଷା ପବନ ହେବାରୁ ଗ୍ରାମର ୧୫ରୁ ଉର୍ଦ୍ଧ୍ୱ ଲୋକଙ୍କ ଘରର ଆଜବେଷ୍ଟସ ପବନରେ ଉଡ଼ି ବହୁ ଦୂରରେ
Read More...