ହୀରାକୁଦରେ ପର୍ଯ୍ୟଟନ ବିକାଶ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଆଗ୍ରହ
ସମ୍ବଲପୁର : ସମ୍ବଲପୁର ଗସ୍ତରେ ଆସି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ହୀରାକୁଦ ଡ଼୍ୟାମ ଓ ଏହାର ସଂଲଗ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଓ ଏହାର ବିକାଶ ଉପରେ ଗୁରୁତ୍ୱ ଦେବାକୁ କହିଛନ୍ତି । ଏହି ଗସ୍ତ ବିଷୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ଏକ ବିଜ୍ଞପ୍ତି ଅନୁସାରେ!-->…
Read More...
Read More...