Yearly Archives

2022

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା

ସୁବର୍ଣ୍ଣପୁର: ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଏବଂ ଜିଲ୍ଲା ପ୍ରଶାସନ ସୁବର୍ଣପୁର ମିଳିତ ସହଯୋଗରେ ଜିଲ୍ଲା ନିୟୋଜନ ବିଭାଗ ଆନୁକୁଲ୍ୟରେ ଆଜି ସଦର ମହକୁମା ସ୍ଥିତ ଟାଉନ୍‌ ହଲ୍‌ ଠାରେ ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିୟୋଜନ ଅଧିକାରୀ ସଂଜୁ ସାହୁ
Read More...

ଉପ କେନ୍ଦ୍ର ସ୍ତରୀୟ ମେଗା ସ୍ୱାସ୍ଥ୍ୟମେଳା ଅନୁଷ୍ଠିତ

ଦଶପଲ୍ଲା : ନୂଆଗାଁ ବ୍ଲକ ଅନ୍ତର୍ଗତ ମହିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅନ୍ତର୍ଗତ କିରିଆଲାଞ୍ଜି ସ୍ୱାସ୍ଥ୍ୟ ଓ ଆରୋଗ୍ୟ ଉପକେନ୍ଦ୍ର ସ୍ତରୀୟ ସ୍ୱାସ୍ଥ୍ୟ ମେଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତୀୟ ସ୍ୱାସ୍ଥ୍ୟ ମିଶନ, ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟ ଓ
Read More...

ସାଧୁସନ୍ଥଙ୍କ ଦ୍ୱାରା ସମାଜସେବୀ ଶ୍ରୀହରି ନାୟକ ସମ୍ମାନିତ

ଦଶପଲ୍ଲା: ପବିତ୍ର ପୂଣ୍ୟତୋୟା ମହାନଦୀ କୂଳ, ପୁରାଣ ପ୍ରସିଦ୍ଧ ମଣିଭଦ୍ରା ପାହାଡ଼ ପାଦଦେଶରେ ଅବସ୍ଥିତ ମା କଳାପାଟଙ୍କ ପୀଠରେ, ବାବା ରାମଦାସଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ, ଚାଲିଥିବା ବିଶ୍ୱଶାନ୍ତି ମହାଯଜ୍ଞ ଓ ସାଧୁସନ୍ଥ ସମ୍ମିଳନୀ ଅବସରରେ, ସାଧୁସନ୍ଥ ସମାଜ ତରଫରୁ, ଦଶପଲ୍ଲା ଅଂଚଳର
Read More...

ନବ ନିର୍ମାଣ କୃଷକ ସଂଗଠନର ମୁଖ୍ୟଙ୍କ ବୌଦ୍ଧ ଜିଲ୍ଲା ଗସ୍ତ, କୃଷକଙ୍କ ସହ କଲେ ଆଲୋଚନା

ବୌଦ୍ଧ : ଭାରତରେ କୃଷମାନଙ୍କ ଉନ୍ନତି ହେଲେ ହିଁ ରାଷ୍ଟ୍ରର ବିକାଶ ହୋଇପାରିବ । ଆଜି ନବ ନିର୍ମାଣ କୃଷକ ସଂଗଠନର ମୁଖ୍ୟ ଅକ୍ଷୟ କୁମାର ସାହୁ ବୌଦ୍ଧ ଜିଲ୍ଲା ଗସ୍ତରେ ଆସି କୃଷକ ସଂଗଠକ ମାନଙ୍କ ସହିତ ଆଲୋଚନା କରିଥିଲେ । ବୁଦ୍ଧିଜୀବୀ ଫୋରମ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଯୋଗଦେଇ
Read More...

ସାନମସିଗାଁ ସ୍ୱାସ୍ଥ୍ୟ କର୍ମୀଙ୍କ ଦାବିପତ୍ର ପ୍ରଦାନ

ନବରଙ୍ଗପୁର: ସାନମସିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା କାର୍ଯ୍ୟରତ ସ୍ୱାସ୍ଥ୍ୟ କର୍ମୀଙ୍କ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପାଞ୍ଚ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ଓଡ଼ିଶା ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ, ସ୍ୱାସ୍ଥ୍ୟ
Read More...

ଖପ୍ରାଖୋଲ ମହୋତ୍ସବ ପାଇଁ କଂସ ବରଣ

ଖପ୍ରାଖୋଲ : ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ସ୍ଥାନୀୟ ଯୁବ ସଂଗଠନ ତରଫରୁ ଖପ୍ରାଖୋଲ ମହୋତ୍ସବ ପାଳିତ ହେବା ପାଇଁ ପ୍ରସ୍ତୁତି ସଂପୂର୍ଣ୍ଣ ହୋଇଯାଇଛି । ମହୋତ୍ସବ ୧୫/୧୨ ରୁ ୨୧/୧୨ ରିଖ ପର୍ଯ୍ୟନ୍ତ ଅନୁଷ୍ଟିତ ହେବା ପାଇଁ ସ୍ଥିର ହୋଇଛି । ମହୋତ୍ସବ ରେ ଧନୁଯାତ୍ରା ଅନୁଷ୍ଠିତ ହେବାକୁ
Read More...

ଚାଲିଛି ଦିନିକିଆ ସିରିଜ, ବିବାହ କଲେ ତିନି ଶ୍ରୀଲଙ୍କା ଖେଳାଳି

ନୂଆଦିଲ୍ଲୀ: ଶ୍ରୀଲଙ୍କା-ଆଫଗାନିସ୍ତାନ ମଧ୍ୟରେ ଜାରି ରହିଛି ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ। ଦ୍ବିତୀୟ ଓଡିଆଇ ଗତକାଲି ପାଲିକିଲି ଷ୍ଟାଡିୟମରେ ଖେଳାଯାଇଥିଲା। କିନ୍ତୁ ବର୍ଷା କାରଣରୁ ମ୍ୟାଚ ଅଧାରୁ ବନ୍ଦ ହୋଇଥିଲା। ତେବେ ନଭେମ୍ବର ୩୦ ରେ ହେବାକୁ ଥିବା ତୃତୀୟ ଦିନିକିଆ ପୂର୍ବରୁ
Read More...

‘ଅର୍ଚ୍ଚନା ମୋତେ ବ୍ଲାକମେଲ୍ କରୁଥିଲା’

ଭୁବନେଶ୍ୱର: ‘ ନାଗ ମୋ ଘରେ ଭଡ଼ାରେ ରହୁଥିଲା। ସେ ମୋତେ ବ୍ଲାକମେଲ୍ କରୁଥିଲା।’ ଆଜି ଇଡିରେ ହାଜର ହେଲା ବେଳେ ଗଣମାଧ୍ୟମକୁ ଏପରି ପ୍ରତିକ୍ରିୟା ଦେଇଛନ୍ତି ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ୱାଇଁ। ଇଡି ଅଫିସରୁ ଫେରିବା ପରେ ଗଣମାଧ୍ୟମ ଆଗରେ ସବୁ କଥା କହିବେ ବୋଲି ମଧ୍ୟ ପ୍ରମୋଦ କହିଛନ୍ତି।
Read More...

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷା ମରିୟାନ ରଇତ ଓ ଉପାଧ୍ୟକ୍ଷ ଧନେଶ୍ୱର ଭୂୟାଁଙ୍କ ଦାୟିତ୍ୱ ଗ୍ରହଣ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟାଳୟଠାରେ ଏସଡିସି ଅଧ୍ୟକ୍ଷା ମରିୟନ ରଇତ ଓ ଏସଡିସି ଉପାଧ୍ୟକ୍ଷ ଧନେଶ୍ୱର ଭୂୟାଁ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ମାନ୍ୟବର ବ୍ରହ୍ମପୁର ସାଂସଦ ଚନ୍ଦ୍ର
Read More...

ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଳକ ଅନ୍ତର୍ଗତ ତବାରସିଂ ଗ୍ରାମ ପଞ୍ଚାୟତରେ ଥିବାରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ଗ୍ରାମ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ସର୍ବ ମୋଟ ୭୯ ଟି ଅଭିଯୋଗ ଆସିଥିବା ବେଳେ ୫ ଗୋଟି
Read More...