ଜେଲ ଗଲେ ଶର୍ମିଷ୍ଠା ଓ ଝୁନା
କଟକ ୦୭/୦୪: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା । ଜେଲ ଗଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଓ ଝୁନା ଭୋଇ । ଅଧିକ ରିମାଣ୍ଡ ନେବାକୁ ମନା କଲା କ୍ରାଇମବ୍ରାଞ୍ଚ । ଫଳରେ ଜେଲ୍ ଯାଇଛନ୍ତି ଏହି ଦୁଇ ଅଭିଯୁକ୍ତ । ଆସନ୍ତା ୧୧ ଉଭୟଙ୍କୁ କୋର୍ଟରେ ହାଜର କରାଯିବ ।ସୂଚନା ଥାଉକି,!-->…
Read More...
Read More...